Blank space
Blank space
Breaking News/ମୁଖ୍ୟ ଖବର:
ନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ଡ଼ମ୍ପର ଧକ୍କାରେ ଚାଲିଗଲା ଦୁଇ ଜୀବନ

ବାରିପଦା, ନିରପେକ୍ଷତା ଖବର:୧୬/ଜୁଲାଇ/୨୦୧୯( ସୋମବାର): ଡ଼ମ୍ପର ଧକ୍କାରେ ଚାଲିଗଲା ଦୁଇ ଜୀବନ। ଏବେବି ତିନି ଗୁରୁତର ହସ୍ପିଟାଲରେ ମୃତ୍ୟୁ ସହ ଲଢେ଼ଇ କରୁଛନ୍ତି। ବୈଶିଙ୍ଗା ଥାନା ଅନ୍ତର୍ଗତ ୧୮ନମ୍ବର ଜାତୀୟ ରାଜପଥ ଆଗରିଆ ହନୁମାନ ମନ୍ଦିର ନିକଟରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା…

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ବାହୁଡା ଯାତ୍ରା ଶାନ୍ତିଶୃଙ୍ଖଳାର ସହ…

ବିରିପଦା, ନିରପେକ୍ଷ ଖବର:୧୪/ଜୁଲାଇ/୨୦୧୯,(ରବିବାର) ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ବାହୁଡା ଯାତ୍ରା ରୀତିନୀତି ଅନୁସାରେ ଶାନ୍ତିଶୃଙ୍ଖଳାର ସହ ସମ୍ପୂର୍ଣ୍ଣ ହୋଇଯାଇଛି। ବିଶେଷକରି ପରମ୍ପରା ଅନୁଯାୟୀ ବାରିପଦାରେ ଦେବୀ ସୁଭଦ୍ରାଙ୍କ ରଥ କେବଳ ମହିଳାମାନେ…

ସତ୍ୟବାଦୀ ପଟନାୟକ ଛକରେ ତ୍ରିପଲ ମର୍ଡର….

ପୁରୀ, ନିରପେକ୍ଷ ଖବର: ପୁରୀ ଜିଲ୍ଲା ଅନ୍ତର୍ଗତ ସତ୍ୟବାଦୀ ପଟନାୟକ ଛକରେ ତ୍ରିପଲ ମର୍ଡର। ମୃତକ ମାନେ ସତ୍ୟବାଦୀ ବିରାମଚନ୍ଦ୍ରପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଅଜୟ ବେହେରାଙ୍କ ଭାଇ ଓ ପୁତୁରା। ଆଜି ସନ୍ଧ୍ୟା ୫ଟାରେ ଦୁର୍ବୁର୍ତ ମାନେ ଆକ୍ରମଣ କରିଥିଲେ ଘଟଣା ସ୍ଥଳରେ ତିନି ଜଣ ମୃତ୍ୟୁ।…

ସୁନାବେଶରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଲେ ତିନି ଠାକୁର…

ପୁରୀ, ନିରପେକ୍ଷ ଖବର:୧୩/୦୭/୧୯ ଶ୍ରୀକ୍ଷେତ୍ରରେ ସୁନାବେଶରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଲେ ତିନି ଠାକୁର। ମହଣ ମହଣ ସୁନାରେ ସଜେଇ ହୋଛନ୍ତି ଶ୍ରୀଜିଉ । ୨ ଶହ କେଜି ସୁନାରେ ସଜେଇ ହୋଇଥିବା ତିନି ଠାକୁରଙ୍କୁ ଦେଖିବାକୁ ଶ୍ରୀମନ୍ଦିର ଆଗରେ ଭକ୍ତଙ୍କ ଭିଡ । ପୁରାତନ କଥା ଅନୁସାରେ…

ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରମାନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପ୍ରତ୍ୟାହୃତ..

 ବାରିପଦା,୧୨/୦୭(ନିରପେକ୍ଷ ଖବର): ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପ୍ରତ୍ୟାହୁର୍ତ ହୋଇଛି। ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ତିନି ଦିନ ହେଲା ମେଡ଼ିକାଲ ପରିସରରେ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଥିଲା। ଫଳରେ…

ବାରିପଦାରେ ଶ୍ରୀ ଶ୍ରୀ ହରିବଳଦେଵ ଜୀଉ କଁ ସୁନାବେଶ…

ବାରିପଦା,ନିରପେକ୍ଷ ଖବର :୧୨,ଜୁଲାଇ,୨୦୧୯(ଶୁକ୍ରବାର): ଆଜି ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ରେ ଶ୍ରୀଶ୍ରୀ ହରିବଳଦେଵ ଜୀଉ କଁ ମାଉସୀ ମା’ ମନ୍ଦିରରେ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ଚତୁର୍ଦ୍ଧା ମୁରତି ଆଡ଼ପମଣ୍ଡପ ବେଦିରେ ସୁନାବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। କଥିତ ଅଛି ଆଜିର…

ମଲ୍ ମାନଙ୍କରେ କାମ କରୁଥିବା କର୍ମଚାରୀଙ୍କ ଉପରେ ହେଉଛି ଅତ୍ୟାଚାର…

ଭୁବନେଶ୍ୱର, ନିରପେକ୍ଷ ଖବର:ରାଜଧାନୀରେ ଥିବା ମଲ୍  ମାନଙ୍କରେ କାମ କରୁଥିବା କର୍ମଚାରୀଙ୍କ ଉପରେ ଅକଥନୀୟ ଅତ୍ୟାଚାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏପରିକି ମଲ୍ ରେ  କାମ କରୁଥିବା ମହିଳା କର୍ମଚାରୀଙ୍କର ଡିଉଟି ସରିବା ପରେ ମଧ୍ୟ ରାତିରେ କାମ କରିବାକୁ ବାଧ୍ୟ କରାଯାଉଥିବା ଅଭିଯୋଗ…

ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରମାନଙ୍କ ପୁଣି କାର୍ଯ୍ୟବନ୍ଦ ଆନ୍ଦୋଳନ..

ବାରିପଦା,ନିରପେକ୍ଷ ଖବର:: ପିଆରଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫେଇ କର୍ମଚାରୀମାନଙ୍କୁ ଉପଯୁକ୍ତ ଦରମା ଦିଆଯାଉନଥିବା ଅଭିଯୋଗ କରି ମେଡିକାଲ ପରିସରରେ ସଫେଇ କରୁଥିବା କର୍ମଚାରୀମାନେ ପୁଣି କାର୍ଯ୍ୟବନ୍ଦ ଆନ୍ଦୋଳନର ଡାକରା ଦେଇଛନ୍ତି । ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ…

୧୫୫ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ ଅନୁଷ୍ଠିତ..

ଭୁବନେଶ୍ୱର:ନିରପେକ୍ଷ ଖବର, ତା ୧୧/୦୭/୨୦୧୯, ରାଜ୍ୟର ଦୂରଦୂରାନ୍ତ ଏବଂ ପଛୁଆ ଅଞ୍ଚଳଗୁଡ଼ିକରେ ବ୍ୟାଙ୍କ ସେବାକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ତଥା ରାଜ୍ୟର ଆର୍ଥିକ ଅଭିବୃଦ୍ଧି କ୍ଷେତ୍ରରେ ବ୍ୟାଙ୍କଗୁଡ଼ିକ ଗଠନମୂଳକ ଭୂମିକା ନିର୍ବାହ କରି ଆସିଛନ୍ତି । ଏହି ପ୍ରସଙ୍ଗରେ ଆଜି ଅନୁଷ୍ଠିତ…

ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ..

*ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ରେଳ ପାଇଁ ଓଡିଶାକୁ ୫ ହଜାର ୯୯୩ କୋଟି ଅର୍ଥ ବଡ ବ୍ୟୟବରାଦ ଭାରତକୁ ଆଗେଇ ନେବ *ରାଜ୍ୟରେ ୫ଟି ନୂଆ ରେଳପଥ ପାଇଁ ସର୍ଭେ କରିବାର ଆର୍ଥିକ ବ୍ୟବସ୍ଥା ଚଳିତ ବଜେଟରେ କରାଯାଇଛି *ରେଳ ଯାତ୍ରୀଙ୍କ ଯାତାୟତ ସୁବିଧା ପାଇଁ ୧୮୦ କୋଟି ଟଙ୍କା…

କୃଷି ଆପଦକାଳୀନ ପ୍ରସ୍ତୁତ ବୈଠକ ‘ଖରିଫ୍‌-୨୦୧୯’

ଭୁବନେଶ୍ୱର, ନିରପେକ୍ଷ ଖବର: ୧୦ ଜୁଲାଇ, ୨୦୧୯ ବନ୍ୟା, ବାତ୍ୟା, ମରୁଡ଼ି, ବିଳମ୍ବ ମୌସୁମୀ ବର୍ଷା ଆଦି ଆପଦକାଳୀନ ପରିସ୍ଥିତିର ସଫଳ ମୁକାବିଲା କରିବା ନିମନ୍ତେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରସ୍ତୁତ ରହିଛି । କୃଷି ନିର୍ଦ୍ଦେଶାଳୟ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଓ…

ଟ୍ରେନ ଲାଇନରେ ଶୋଇଥିବା ବେଳେ ଟ୍ରେନ ଚଢ଼ିଗଲା….

ବାରିପଦା, ନିରପେକ୍ଷ ଖବର:ଟ୍ରେନ ଲାଇନରେ ଶୋଇଥିବା ବେଳେ ଚଢ଼ିଗଲା ଟ୍ରେନ। ଫଳରେ ଜଣେ ଲୋକକୁ ଦୁଇଟି ଗୋଡ଼ ହରାଇବାକୁ ପଡିଛି। ଭଂଜପୁର ଷ୍ଟେସନରୁ ବାଲେଶ୍ବର ଏକ ପାସେଞ୍ଜର ଟ୍ରେନ ଯାଉଥିବା ବେଳେ ବାଘଡା ରୋଡ଼ ମଝିରେ ଏହି ଦୁର୍ଘଟଣା ଘଟିଛି। ଟ୍ରେନ ଡ୍ରାଇଭର ଆଖୀ ସାମ୍ନାରେ ଏହି ଦୁର୍ଘଟଣା…

ରାଜଭବନରେ ବନ ମହୋତ୍ସବ …

ଭୁବନେଶ୍ୱର :ନିରପେକ୍ଷ ଖବର, ୦୬/୦୭/୨୦୧୯ ବନ ମହୋତ୍ସବ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ରାଜଭବନ ପରିସରରେ ଚାରା ରୋପଣ କରିଛନ୍ତି । ‘ଫନି’ରେ କ୍ଷତିଗ୍ରସ୍ତ ରାଜଭବନର ସବୁଜିମା ଫେରାଇ ଆଣିବା ପାଇଁ ଉଦ୍ୟମ କରିବା ସହ ନିଜ ନିଜ ସ୍ତରରେ ବୃକ୍ଷ ରୋପଣକୁ ପ୍ରୋତ୍ସାହିତ କରିବାକୁ…

ଭୁବନେଶ୍ୱର ଏକାମ୍ରଠାରେ ଆରମ୍ଭ ହେଲା ବିଜେପିର ସଙ୍ଗଠନ ପର୍ବର ‘ସଦସ୍ୟତା ସଂଗ୍ରହ ଅଭିଯାନ’

* ପ୍ରତିବୁଥରେ ସଦସ୍ୟତା ଗ୍ରହଣ କରାଯିବା ସହ ବୃକ୍ଷରୋପଣ କରାଯିବ :ଧର୍ମେନ୍ଦ୍ର ପ୍ରଧାନ *ଗୋଟିଏ ଟିମ୍ ଗୋଟିଏ ଲକ୍ଷ୍ୟ ରଖି ସଦସ୍ୟତା ଅଭିଯାନକୁ ସଫଳ କରାଇବାର ସଂକଳ୍ପ ନିଆଯାଇଛି : ଅପରାଜିତା ଷଡଙ୍ଗୀ *ଜନସଂଘର ପ୍ରତିଷ୍ଠାତା ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଜନ୍ମଦିନରେ ରାଜ୍ୟରେ…

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ରଥଟଣା ସମ୍ପୂର୍ଣ୍ଣ..

ବାରିପଦା, ନିରପେକ୍ଷ ଖବର:୬/ଜୁଲାଇ/୨୦୧୯, ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ରଥଯାତ୍ରା ସ୍ୱତନ୍ତ୍ର ରୀତିନୀତି ଅନୁଯାୟୀ ପାଳିତ ହୋଇଯାଇଛି। ବିଶେଷକରି ବାରିପଦାରେ ଦେବୀ ସୁଭଦ୍ରାଙ୍କ ରଥ କେବଳ ମହିଳାମାନେ ଟାଣିବାର ସୁଯୋଗ ପାଇଥାନ୍ତି। ଯାହା ବିଶ୍ୱରେ ଏଭଳି…

ଓଡ଼ିଶା ସ୍ୱଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା “ଏପି’’ ସିରିଜର ଉଠାଣ..

ଭୁବନେଶ୍ୱର :ନିରପେକ୍ଷ ଖବର, ତା ୦୬/୦୭/୨୦୧୯, ଓଡ଼ିଶା ସରକାରଙ୍କର ଅର୍ଥ ବିଭାଗର ଆନୁକୂଲ୍ୟରେ ଓଡ଼ିଶା ସ୍ୱଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନାର ୪୧ ତମ ଉଠାଣ (ଏପି ସିରିଜ) ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଜିଲ୍ଲା ମୁଖ୍ୟ ବିଚାରପତି ଶ୍ରୀଯୁକ୍ତ…

ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ସମୀକ୍ଷା ବୈଠକ …

ଭୁବନେଶ୍ୱର: ନିରପେକ୍ଷ ଖବର, ୦୫/୦୬/୨୦୧୯ ଆଜି ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ ଅଧ୍ୟକ୍ଷତା କରିବା ସହିତ ନିର୍ବାଚନ ଇସ୍ତାହାର ଦିଆଯାଇଥିବା ପ୍ରତିଶ୍ରୁତି ଓ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ ଉପରେ ବିଭାଗୀୟ ବରିଷ୍ଠ…

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ହେଲା ଉତ୍ସବ ମୁଖର…

ବାରିପଦା,ନିରପେକ୍ଷ ଖବର:୫/ଜୁଲାଇ/୨୦୧୯, ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ରଥଯାତ୍ରା ଧୁମଧାମରେ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ପ୍ରଭୁ ବଳଭଦ୍ରଙ୍କର ରଥ ଟଣା ଯାଇଥିବା ବେଳେ ସନିବାର ଅପରାହ୍ନ 2.30 ମିନିଟ ସମୟରେ ପ୍ରଭୁ ଜଗନ୍ନାଥଙ୍କ ରଥ ଟଣା ଯିବ। ମା'…

ଦ୍ୱିତୀୟ ଶ୍ରକ୍ଷେତ୍ର ଭାବେ ପରିଚିତ ବାରିପଦା ହରିବଳଦେଵ ଜୀଉଙ୍କ ପହଣ୍ଡି ବିଜେ ।

ବାରିପଦା ,ନିରପେକ୍ଷ ଖବର:୪ ଜୁଲାଇ ୨୦୧୯(ଗୁରୁବାର)  ଆଜି ବାରିପଦା ସ୍ଥିତ ହରିବଳଦେଵ ଜୀଉ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ବିଜେ ସମ୍ପନ୍ନ ହୋଇଯାଇଛି। ଆଜି ସକାଳ ୮ ଘଟିକାରୁ ନୀତିକାନ୍ତି ଆରମ୍ଭ ହୋଇଥିଲା।ଦିବା ୪ ଘଟିକା ସମୟ ରେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ…

ସୂଚନା ଓ ଲୋକସଂପର୍କ ବିଭାଗରେ ଅବସରକାଳୀନ ସଭା ..

ଭୁବନେଶ୍ୱର, ନିରପେକ୍ଷ ଖବର:୦୧/୦୭/୨୦୧୯ ଚାକିରି ଜୀବନର ଅଭିଜ୍ଞତା, ଅନୁଭବ ଓ ସଂପର୍କକୁ ଆଧାର କରି ଅବସର ଜୀବନକୁ ଅଧିକ ଅର୍ଥପୂର୍ଣ୍ଣ  କରିବା ପାଇଁ ବିଭାଗର ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀମାନେ ଖସଡ଼ା ପ୍ରସ୍ତୁତ କରିବାକୁ ସୂଚନା ଓ ଲୋକସଂପର୍କ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର…

Latest Videos