Blank space
Blank space
Breaking News/ମୁଖ୍ୟ ଖବର:
ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାକଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
Blank space

୨୫ତମ କଳିଙ୍ଗ ପୁସ୍ତକ ମେଳା-୨୦୨୨

♦ ୨୫ତମ ବର୍ଷ ପୂର୍ତ୍ତି ଅବସରରେ ରୌପ୍ୟ ଜୟନ୍ତୀ ସମାଗୋହ ପାଳନ ହେବ... * ଆସନ୍ତା ଅକ୍ଟୋବର ୨୮ ତାରିଖ ରୁ ନଭେମ୍ବର ୬ ତାରିଖ ୨୦୨୨ ପର୍ଯ୍ୟନ୍ତ ଚାଲିବ • ଓଡ଼ିଆ ସାହିତ୍ୟର ୧୧ ଗୋଟି ବିଭାଗରେ ଦିଆଯିବ 'ୟୁର୍ମେନ୍ଦ୍ର ମିଶ୍ର ସ୍ମୃତି ସ୍ମାରକୀ ସମ୍ମାନ' ♦ ମହିଳା ମାନଙ୍କ ଦ୍ବାରା…

ଵିଶାଳ ରକ୍ତ ଦାନ ଶିବିର

ଭୁବନେଶ୍ବର,ନିରପେକ୍ଷ ଖବର :ତା ୧୮/୧୦ ଆଜି ରସୁଲଗଡ଼ ଦୁର୍ଗା ମଣ୍ଡପ ନିକଟରେ ମା ବାସନ୍ତୀ ଦୁର୍ଗା ମିନି ଟ୍ରକ ଆସୋସିଏସନ ଓ ଓଡ଼ିଶା ମୋ ପରିବାର ମିଳିତ ଆନୁକୁଲ୍ୟରେ ଜୀବନ ବିନ୍ଦୁ ରକ୍ତ ଦାନ ଶିବିର ଆୟୋଜନ ହୋଇଯାଇଛି। ଏହି ଶିବିରକୁ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି…

ସନସାଇନ ହସ୍ପିଟାଲ ଭୁବନେଶ୍ବରରେ ସ୍ନାୟୁ ରୋଗ ଓ ଚିକିତ୍ସା ଅଗ୍ରଗତି ଆଲୋଚନା ଚକ୍ର

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୬/୧୦ ଆଜି ଭୁବନେଶ୍ବର ଲକ୍ଷ୍ମୀସାଗର ସ୍ଥିତ ଥିବା ସନସାଇନ୍ ହସ୍ପିଟାଲରେ ନାଗରିକମାନଙ୍କୁ ଅନ୍ତର୍ଜାତୀୟ ମାନର ସ୍ୱାସ୍ଥ୍ୟ ସେବା ସୁଲଭ ମୁଲ୍ୟରେ ଯୋଗାଇ ଦେବାକୁ ପ୍ରତିବଦ୍ଧ । ଏହାସହ ଓଡ଼ିଶାର ପ୍ରଥମ ପସନ୍ଦର ଡାକ୍ତରଖାନା ହେବା ପାଇଁ ଦ୍ରୁତ ଗତିରେ ଅଗ୍ରଗତି…

ଟ୍ରେଣ୍ଡ୍ସ ପକ୍ଷରୁ “ଖୁସିର ପର୍ବ’ ପ୍ରତିଯୋଗିତା ବିଜେତାଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ଵର,ନିରପେକ୍ଷ ଖବର : ଭାରତର ସର୍ବବୃହତ ଓ ଦ୍ରୁତ ଅଭିବୃଦ୍ଧିଶୀଳ ପୋଷାକ ଓ ଆସେସୋରିଜ୍ ସ୍ପେସିଆଲିଟି ରିଲାଏନ୍ସ ରିଟେଲ୍ ର ଟ୍ରେଣ୍ଡ୍ସ ପକ୍ଷରୁ ଦୁର୍ଗାପୂଜା ଓ ଦଶହରା ସମୟରେ ଅନୁଷ୍ଠିତ “ ଖୁସିର ପର୍ବ' ପ୍ରତିଯୋଗିତାର ବିଜେତା ଘୋଷଣା କରାଯାଇଛି । ଟ୍ରେଣ୍ଡ୍ସ ଖୁସିର ପର୍ବ ଓ ପୂଜା…

ଏପିଆର୍‌ଏଏସ୍‌ଓ ଏବଂ ସୁଶ୍ରୁତ୍ ହସ୍ପିଟାଲ୍ ଦ୍ୱାରା ରାଇନୋପ୍ଲାଷ୍ଟି ଓ ଫେସିଆଲ୍ ଏସ୍‌ଥେଟିକ୍ ଚଉପରେ ଲାଇଭ୍ ଅପରେଟିଭ୍…

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୫/୧୦ ଆସୋସିଏସନ୍ ଅଫ୍ ପ୍ଲାଷ୍ଟିକ୍ ରିକନ୍‌ଷ୍ଟ୍ରକ୍‌ଟିଭ୍ ଆଣ୍ଡ୍ ଏସ୍‌ଥେଟିକ୍ ସର୍ଜନ୍ ଅଫ୍ ଓଡିଶା(ଏପିଆର୍‌ଏଏସ୍‌ଓ), ସୁଶ୍ରୁତ୍ ହସ୍ପିଟାଲ୍ ଏବଂ ଟ୍ରମା କେୟାର୍‌, ଭୁବନେଶ୍ୱର ଏବଂ ଇଣ୍ଡିଆନ୍ ଆସୋସିଏସନ୍ ଅଫ୍ ଏସ୍‌ଥେଟିକ୍ ପ୍ଲାଷ୍ଟିକ୍ ସର୍ଜନ…

ସ୍ଥାପନା ଚାରିଟେବୁଲ୍ ଟ୍ରଷ୍ଟ୍ ପକ୍ଷରୁ “ମିଟି କା ଗୁମାନ” ସମ୍ମାନ

ଭୁବନେଶ୍ୱର,ନିରପେକ୍ଷ ଖବର :ତା ୧୭/୧୦ ଓଡ଼ିଶାର ହଜିଯାଉଥିବା କୀର୍ତ୍ତନ, ଭାଗବତ ଓ ଲୋକକଳାକୁ ପୁନର୍ଜୀବିତ କରିବାକୁ ସ୍ଥାପନା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ସ୍ୱତନ୍ତ୍ର ଉଦ୍ୟମ କରାଯାଇଛି । ଗାଁ ଗହଳିର କୁଟୀର ଶିଳ୍ପଠାରୁ ଆରମ୍ଭ କରି ଓଡ଼ିଶାର ନିଚ୍ଛକ କଳା ଓ ସଂସ୍କୃତିକୁ ଖୋଜିବାର ଏକ ନୂଆ…

ହିମାଚଳ ପ୍ରଦେଶର ଉନା ଠାରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ବନ୍ଦେ ଭାରତ ଏକ୍ସପ୍ରେସ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ…

ହିମାଚଳ ପ୍ରଦେଶ,ନିରପେକ୍ଷ ଖବର:ତା ୧୩/୧୦ ଆଜି ଉନାର ଅମ୍ବ ଅଂଦୌରା ଠାରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ନୂତନ ବନ୍ଦେ ଭାରତ ଏକ୍ସପ୍ରେସର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସବୁଜ ପତାକା ପ୍ରଦର୍ଶନ କରି ଶୁଭାରମ୍ଭ କରାଇଛନ୍ତି | ପ୍ରଧାନମନ୍ତ୍ରୀ ବନ୍ଦେ ଭାରତ…

୧୬ଜଣଙ୍କୁ ପରିଚୟ ପକ୍ଷରୁ ପରମ୍ପରା ପୁରସ୍କାର…

ଭୁବନେଶ୍ବର,ନିରପେକ୍ଷ ଖବର:ତା ୧୨/୧୦ ସମାଜର ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ପାଇଁ ପରିଚୟ ଫାଉଣ୍ଡେସନ ପକ୍ଷରୁ ଅଷ୍ଟମ ପରମ୍ପରା ଆଓ୍ବାର୍ଡ ପ୍ରଦାନ କରାଯାଇଛି । ୧୬ଜଣ ବିଶିଷ୍ଟ ବ୍ୟକ୍ତି ଏହି ପୁରସ୍କାର ପାଇଛନ୍ତି । ନୂଆଦିଲ୍ଲୀର କନଷ୍ଟିଚୁୟସନ୍ କ୍ଲବରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି…

ସ୍ତନ କର୍କଟ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର,ନିରପେକ୍ଷ ଖବର :ତା ୦୭/୧୦ ବିଶ୍ୱ ସ୍ତନ କର୍କଟ ମାସ ଅବସରରେ ରେଡ଼୍ ସ୍ୱସ୍ତିକ୍ ସୋସାଇଟି, ଲାୟନ୍‌ସ ମିନତୀ ବେହେରା କ୍ୟାନସର ଫାଉଣ୍ଡେସନ, କ୍ରିୟା ଓ ସ୍ପର୍ଶ ହସ୍ପିଟାଲର ମିଳିତ ସହଯୋଗରେ ସ୍ତନ କର୍କଟ ସଚେତନତା କାର୍ଯ୍ୟକ୍ରମ “ଉଡ଼ାନ୍‌” ଭି.ଏସ୍‌.ଏସ୍‌. ନଗର ସ୍ଥିତ ବି.ଏମ୍‌.ସି.…

“ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ୧୧ତମ ବାର୍ଷିକ ଉତ୍ସବ ପାଳିତ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୨/୧୦/୨୨ ରାଜ୍ୟର ଅଗ୍ରଣୀ ମାସିକ ପତ୍ରିକା “ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ୧୧ତମ ବାର୍ଷିକ ଉତ୍ସବ ହୋଟେଲ୍ ସ୍ୱସ୍ତି ପ୍ରିମିୟମ୍‌, ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଛି  । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ଡ଼କ୍ଟର ଅଚ୍ୟୁତ୍ ସାମନ୍ତ…

କମିଶନରେଟ୍ ପୋଲିସ୍ କୁ ନାଲକୋ ପକ୍ଷରୁ ପୂଜା ଉପହାର…

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୭/୦୯/୨୨ କମିଶନରେଟ୍ ପୋଲିସ୍ କୁ ପୂଜା ପୂର୍ବରୁ ନାଲକୋ ପକ୍ଷରୁ ୬ଟି ପିସିଆର ଭ୍ୟାନ୍ ଉପହାରରେ ଦିଆଯାଇଛି। ଏଥି ମଧ୍ୟରୁ ୫ଟି ପେଟ୍ରୋଲିଂ ପାଇଁ ବ୍ୟବହାର ହେବ ଓ ଆଉ ଗୋଟିଏ ନୂଆପଲ୍ଲୀ ଥାନାକୁ ଦିଆଯାଇଛି। ଏହି ପାର୍ବଣ ସମୟରେ ସାଧାରଣ ଲୋକଙ୍କ ସୁରକ୍ଷା…

ଓଡିଶାର ଚାରିଜଣ କୃତୀ କ୍ରୀଡାବିତ୍ ଶାରଦୀୟ ଉତ୍ସବରେ ସମ୍ବର୍ଦ୍ଧିତ ହେବେ …

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୬/୦୯/୨୨ ପ୍ରକୃତିର ବିଡମ୍ବନା ସତ୍ତ୍ଵେ ଆରମ୍ଭ ପାର୍ବଣର ଧାରା । ଆଉ ଦିନ କେଇଟା ପରେ ଆରମ୍ଭ ହୋଇଯିବ ଜଗତ ଜନନୀ ମା’ଦୁର୍ଗାଙ୍କର ଶାରଦୀୟ ଉତ୍ସବ । ପ୍ରତିବର୍ଷ ଭଳି ଏ ବର୍ଷର ଶାରଦୀୟ ଉତ୍ସବକୁ ଚିରାଚରିତ ଭାବେ ପାଳନ କରିବାପାଇଁ  ଶହୀଦ୍ ନଗର ଦୁର୍ଗା ପୂଜା…

ବି.ଜେ.ଇ.ଏମ୍. ସ୍କୁଲରେ ୧୫୩ତମ ଗାନ୍ଧିଜୟନ୍ତୀ ସମାରୋହ…

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୬/୦୯/୨୨ ବିଂଶ ଶତାବ୍ଦୀର ଯୁବ ସମ୍ପ୍ରଦାୟ ତଥା ଛାତ୍ରଛାତ୍ରୀମାନଙ୍କ ମନରେ ମହାତ୍ମା ଗାନ୍ଧିଙ୍କ ଅହିଂସା ଓ ସତ୍ୟର ନୀତି ତଥା ସ୍ବାଧୀନତାର ସଂଘର୍ଷମୟ ଜୀବନର ଭିତିଭୂମିକୁ ପୁନଃଜାଗ୍ରତ କରି ସଚେତନତା ସୃଷ୍ଟି କରିବାର ଉଦ୍ଦେଶ୍ୟ ପୂରଣ ନିମନ୍ତେ…

ପୂର୍ବତଟ ରେଳପଥ ପକ୍ଷରୁ ରାଜଭାଷା ପକ୍ଷ୍ୟ ଉଦ୍ଘାଟନ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୫/୦୯ ଆଜି ପୂର୍ବତଟ ରେଳପଥ ମୁଖ୍ୟାଳୟ ଠାରେ ହିନ୍ଦୀ ଦିବସ ପାଳନ କରାଯିବା ସହିତ ରାଜଭାଷା ପକ୍ଷ୍ୟ ଉଦ୍ଘାଟନ କରାଯାଇଅଛି | ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶ୍ରୀ ଶରଦ କୁମାର ଶ୍ରୀବାସ୍ତବ ରେଳପଥର ମୁଖ୍ୟ ରାଜଭାଷା ଅଧିକାରୀ ଶ୍ରୀ ରବି ଶଙ୍କର…

ବାଇଦାପୋଷୀ ଗ୍ରାମରେ ପିଇବା ପାଣି ପାଇଁ ଗ୍ରାମବାସୀ ହନ୍ତସନ୍ତ…

ରାଇରଙ୍ଗପୁର,ନିରପେକ୍ଷ ଖବର:ତା ୦୫/୦୯-ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ପୌରାଞ୍ଚଳ ଅନ୍ତର୍ଗତ ଦୁଇ ନମ୍ବର ଓ୍ବାର୍ଡ ବାଇଦାପୋଷୀ ଗ୍ରାମର ପୁରୁଣା ସାହିକୁ ପିଇବା ପାଣି ଠିକ୍ ସମୟରେ ପହଞ୍ଚି ପାରୁନାହିଁ ।ସବୁ ଓ୍ବାର୍ଡବାସୀ ଯେମିତି ପାଣି ପାଉଛନ୍ତି ଏଠି ସେମିତି ପାଉ ନାହାଁନ୍ତି ।ପାଣି ପାଇଁ…

ଦୁଇ ଦିନର ପୁଅକୁ ଛାଡି ଆର ପାରିରେ ମା

ଭୁବନେଶ୍ୱର,ନିରପେକ୍ଷ ଖବର,ତା ୦୩/୦୯; ଦୁଇ ଦିନ ତଳେ ମହାନ୍ତି ପରିବାରରେ ପୁତ୍ର ସନ୍ତାନ ଟିଏ ଜନ୍ମ ନେଇଥିଲା । ବିବାହର ଆଠ ବର୍ଷ ପରେ ପୁତ୍ର ସନ୍ତାନ ଟିଏ ଜନ୍ମ ଦେଇଥିବାରୁ ମା ମନରେ କାହିଁ କେତେ ଆନନ୍ଦ କହିଲେ ନସରେ । ଅସ୍ତ୍ରୋପଚାର କଷ୍ଠକୁ ଭୂକ୍ଷେପ ନକରି ମା ତା ଟିକି ପୁଅକୁ କୋଳେଇ…

ରାଜ୍ୟପାଳଙ୍କ ଦ୍ବାରା ‘ ଫେମିନିଜିମ୍ ଓ ଅନ୍ୟାନ୍ୟ ପ୍ରସଙ୍ଗ ‘ ଉନ୍ମୋଚିତ

ଭୁବନେଶ୍ୱର ,ନିରପେକ୍ଷ ଖବର:ତା ୧୩/୧୨/୨୧ : ଯୁବ ଲେଖିକା ଶ୍ରୀମତୀ ପ୍ରୀତିଛନ୍ଦା ଧଳଙ୍କ ଫିଚର୍ ସଂକଳନ ' ଫେମିନିଜିମ୍ ଓ ଅନ୍ୟାନ୍ୟ ପ୍ରସଙ୍ଗ'କୁ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଆଜି ଉନ୍ମୋଚନ କରିଛନ୍ତି। ଲେଖିକାଙ୍କର ଏହା ପ୍ରଥମ ପୁସ୍ତକ ହୋଇଥିବାରୁ ମାନ୍ୟବର ରାଜ୍ୟପାଳ ଆନନ୍ଦ…

ସୈନିକସ୍କୁଲକୁ ଇଉନିୟନ ବ୍ୟାଙ୍କ ପକ୍ଷରୁ ୧୦୦ଟି ବାଇସାଇକେଲ ପ୍ରଦାନ….

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୬/୧୨/୨୧ ଚନ୍ଦ୍ରଶେଖରପୁର ଶାଖା ଇଉନିୟନ ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ,ସଂପ୍ରତି ସୈନିକସ୍କୁଲ ଭୁବନେଶ୍ୱରକୁ ଏହାର ସି.ଏସ.ଆର . ଯୋଜନାରେ କ୍ୟାଡେଟ୍ ମାନଙ୍କର କ୍ରୀଡା କାର୍ଯ୍ୟକ୍ରମକୁ ପ୍ରୋତ୍ସାହନ ଉଦ୍ଦେଶ୍ୟରେ ୧୦୦ଟି ବାଇସାଇକେଲ ପ୍ରଦାନ କରାଯାଇଛି।…

ଭୁବନେଶ୍ୱରରେ ଖୋଲିଲା “ଇଣ୍ଡଲଜ୍‌” ବ୍ରାଇଡ଼ାଲ୍ ମଲ୍‌

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୧/୧୧ ଭୁବନେଶ୍ୱର ରୂପାଲି ସ୍କୋୟାରଠାରେ ଭାରତର ପ୍ରଥମ ଇଣ୍ଡଲଜ୍ ବ୍ରାଇଡ଼ାଲ୍ ମଲ୍ ଉଦ୍‌ଘାଟିତ ହୋଇଯାଇଛି । ଏହାକୁ ବଲିଉଡ଼୍ ଅଭିନେତା ଅଫ୍‌ତାବ ସିବଦଶାନୀ ଉଦ୍‌ଘାଟନ କରିଥିଲେ । ଭାରତର ଏହା ହେଉଛି ପ୍ରଥମ ପ୍ରମୁଖ ଷ୍ଟୋର୍ ଯେଉଁଠାରେ ଉଭୟ ବର, କନ୍ୟା ଏବଂ…

Latest Videos