
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ଜନସେବାର ଅନନ୍ୟ ପ୍ରତୀକ ବୀରେନ ମିତ୍ରଙ୍କ ୧୦୯ତମ ଜୟନ୍ତୀ ଓ ସମ୍ବିଧାନ ଦିବସ ପାଳିତ ।କିଟ୍ ଓ କିସ୍ରେ ଇସ୍ରାଏଲର ୨୦ ଜଣିଆ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍ ୟୁ.ୟୁ. ଲଳିତଙ୍କ କିଟ୍ ଓ କିସ୍ ପରିଦର୍ଶନପୂର୍ବ ତଟ ରେଳପଥ ମୁଖ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତଏକତା, ଅଖଣ୍ଡତା ଓ ଦେଶପ୍ରେମର ବାର୍ତ୍ତା ସହ ପାଳିତ ହୋଇଛି ରାଷ୍ଟ୍ରୀୟ ଏକତା ଦିବସ।ବନ୍ୟାଜଳରେ ଫସିଛନ୍ତି ଶତାଧିକ ଓସିଏସ୍ ପରୀକ୍ଷାର୍ଥୀ, ପରୀକ୍ଷା ପରିଚାଳନା ନେଇ ସରକାରଙ୍କୁ ବିଜେଡିର ସମାଲୋଚନାକିଟ୍ ଓ ଆଇଜିଏନ୍ସିଏ ମଧ୍ୟରେ ଏମ୍ଓୟୁ ସ୍ୱାକ୍ଷରିତଆସନ୍ତା କାଲି ବିଜେଡି ର ଉଚ୍ଚ ସ୍ତରୀୟ ପ୍ରତିନଧି ଦଳ କୋଟିଆ ଗସ୍ତ କରିବJourney from Nayagarh to Bhubaneswarଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମଆମେରିକା ସିନେଟର ଓ ମେୟରଙ୍କ କିଟ୍-କିସ୍ ପରିଦର୍ଶନପବିତ୍ର ଶାରଦୀୟ ଦୁର୍ଗାପୂଜା ଅବସରରେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନସାମାଜିକ ପରିବର୍ତ୍ତନ କ୍ଷେତ୍ରରେ ନେତୃତ୍ୱ ପାଇଁ ଡ. କାବ୍ୟା ପ୍ରିୟା ଧଳଙ୍କୁ ‘ଟାଇମ୍ସ ପାୱାର ଓମେନ୍ ଆଇକନ୍ ଆୱାର୍ଡ-୨୦୨୬’କିମ୍ସରେ ପ୍ରଥମ କର୍ନିଆ ପ୍ରତିରୋପଣ ସଫଳ, ୩ ବର୍ଷ ପରେ ଫେରୁଛି ଦୃଷ୍ଟିଶକ୍ତିଗ୍ରାମାଞ୍ଚଳ ଛାତ୍ରୀଙ୍କୁ ବିଜ୍ଞାନ ଓ ବୈଷୟିକ ଶିକ୍ଷାରେ ସଶକ୍ତ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱଡ୍ରୋନ୍ ନିରୀକ୍ଷଣରେ ଅଗ୍ରଣୀ ପୂର୍ବତଟ ରେଳପଥଦେଶୀୟ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେଲେ ରାଜ୍ୟପାଳଓଡ଼ିଆ ଘରର ମହିଳାଙ୍କ ପ୍ରତିଭାକୁ ମିଳିବ ନୂଆ ପରିଚୟ, ଜୀ-ସାର୍ଥକରେ ଆସୁଛି ‘ଗୃହଲକ୍ଷ୍ମୀ’ସ୍ୱଚ୍ଛତା ଅଭିଯାନ ସହ ଯାତ୍ରୀଙ୍କ ସହ ଜନସମ୍ବାଦ ଜାରି ରଖିଛି ପୂର୍ବତଟ ରେଳପଥବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକ ତାଲିକାରେ କିଟ୍-କିସ୍ର ୩୪ ଅଧ୍ୟାପକ

ହଟାତ୍ ଇସ୍ତଫା ଦେଲେ ଭୁବନେଶ୍ୱର DCP
ଭୁବନେଶ୍ୱର, ନିରପେକ୍ଷ ଖବର: ତା ୦୬/୦୭/୨୬
ପୁଣି ଚର୍ଚ୍ଚାରେ କମିଶନରେଟ୍ ପୋଲିସ୍। ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ହଠାତ୍ ଇସ୍ତଫାକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ରାଜ୍ୟ ସରକାରଙ୍କୁ ଇସ୍ତଫା ପତ୍ର ଦାଖଲ କରିଥିବା ସୂଚନା ମିଳିଛି।
ତେବେ…
Odisha Clinches 20 Medals at 11th Senior National Minigolf Championship 2025-26
Bhubaneswar, Nirapakhya Khabar:03/06/26: Odisha delivered an outstanding performance at the 11th Senior National Minigolf Championship held in Raipur, Chhattisgarh, by winning an impressive total of 20 medals and reinforcing the state’s…
ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ବିରୋଧରେ ସାଇବର ଥାନାରେ ଏତଲା
ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅପମାନଜନକ ଟିପ୍ପଣୀକୁ ସହିବେ ନାହିଁ ଓଡ଼ିଶାବାସୀ : ଡ. ଯତୀନ ମହାନ୍ତି
ସାମ୍ବାଦିକ ବୋଲି ପରିଚୟ ଦେଇ ସାମାଜିକ ଗଣମାଧ୍ୟମରେ ପୋଷ୍ଟିଂ କରୁଥିବା ଶ୍ରୀ ସୁନୀଲ ଜେନାଙ୍କ ବିରୋଧରେ ସାଇବର ଥାନାରେ ଏତଲା
ସାମାଜିକ ଗଣମାଧ୍ୟମରେ ଅପପ୍ରଚାର କରୁଥିବା…
ଟେଣ୍ଡର ପ୍ରକ୍ରିୟାରେ ସ୍ୱଚ୍ଛତା ନେଇ ପ୍ରଶ୍ନ, ଅନିୟମିତତା ଅଭିଯୋଗ
ନବରଙ୍ଗପୁର, ନିରପେକ୍ଷ ଖବର: ତା ୦୪/୦୭ ସରକାରୀ ଟେଣ୍ଡର ପ୍ରକ୍ରିୟାରେ ସ୍ୱଚ୍ଛତା ଓ ନିର୍ଦ୍ଧାରିତ ମାନଦଣ୍ଡ ପାଳନକୁ ନେଇ ପୁଣିଥରେ ପ୍ରଶ୍ନ ଉଠିଛି। କିଛି କ୍ଷେତ୍ରରେ ଟେଣ୍ଡର ସମ୍ବନ୍ଧୀୟ ନିୟମାବଳୀର ଯଥାର୍ଥ ପାଳନ ହୋଇନଥିବା ନେଇ ଅଭିଯୋଗ ସାମ୍ନାକୁ ଆସିଛି।
ଅଭିଯୋଗ ଅନୁସାରେ, ଯୋଗ୍ୟତା…
ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ
ଭୁବନେଶ୍ୱର,ନିରପେକ୍ଷ ଖବର:ତା.୧୮/୦୫: ସରକାର ଗଠନ ପାଇଁ ସଂଘର୍ଷ ଆବଶ୍ୟକ। ଅନ୍ୟ ପକ୍ଷରେ ସରକାର ଚଲାଇବା ପାଇଁ ସମର୍ପଣ ଆବଶ୍ୟକ। ଆମ ସମସ୍ତଙ୍କୁ ଲମ୍ବା ସମୟର ସଂଘର୍ଷ ଓ ସମର୍ପଣ ମନୋଭାବ ଆବଶ୍ୟକ। କେବଳ ଶାସନ ଓ କ୍ଷମତା ହାସଲ କରିବା ଏକମାତ୍ର ଲକ୍ଷ୍ୟ ନୁହେଁ ବରଂ ବର୍ତମାନ ଆମକୁ ସଂଘର୍ଷ…
ସାମ୍ବାଦିକ ସୁରକ୍ଷା ଆଇନ୍ ଓ ପେନସନ ଦାବିକୁ ନେଇ IJU ପକ୍ଷରୁ ଜୋରଦାର ଉଠିଲା ସ୍ୱର
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୪/୦୫
ରାଜ୍ୟରେ ସାମ୍ବାଦିକମାନଙ୍କ ସୁରକ୍ଷା ଓ ସାମାଜିକ ସୁବିଧାକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର ଧରିଛି। ସାମ୍ବାଦିକମାନଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ଆଇନ୍ ସହ ପେନସନ ବ୍ୟବସ୍ଥା କାର୍ଯ୍ୟକରୀ କରିବାକୁ ବିଭିନ୍ନ ମହଳରୁ ଦାବି ଉଠିଛି।
…
ବିଜେଡିର କଡା ସମାଲୋଚନା : ରାଜ୍ୟରେ ଆଇନ ଶୃଙ୍ଖଳା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ
ଭୁବନେଶ୍ୱର, ନିରପେକ୍ଷ ଖବର, ୧୧/୦୫/୨୬ :
ରାଜ୍ୟରେ ଦିନକୁ ଦିନ ବଢୁଥିବା ହିଂସାକାଣ୍ଡକୁ ନେଇ ବିଜେଡି ପକ୍ଷରୁ ବିଜେପି ସରକାରଙ୍କୁ କଡା ସମାଲୋଚନା କରାଯାଇଛି । ଗତ ୨୪ ଘଣ୍ଟାରେ ଘଟିଥିବା ବିଭିନ୍ନ ଜଘନ୍ୟ ଘଟଣା ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ସମ୍ପୂର୍ଣ୍ଣ ଭାବେ ବିପର୍ଯ୍ୟସ୍ତ…
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ କଡ଼ା ସୁରକ୍ଷା, ୩୦ ପ୍ଲାଟୁନ୍ ଫୋର୍ସ ମୁତୟନ
ଭୁବନେଶ୍ୱର,ନିରପେକ୍ଷ ଖବର: ତା: ୩୦/୦୪ ଆଜି ଅନୁଷ୍ଠିତ ହେବାକୁ ଯାଉଥିବା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଅଧିବେଶନକୁ ନଜରରେ ରଖି ବିଧାନସଭା ଓ ସଂଲଗ୍ନ ଅଞ୍ଚଳକୁ ପୋଲିସ ଛାଉଣିରେ ପରିଣତ କରାଯାଇଛି।
ପୋଲିସ କମିଶନର…
ଇପିଏଫଓର ବଡ଼ ଅପଡେଟ୍। ଏଣିକି ଏଟିଏମ ଓ ୟୁପିଆଇ ମାଧ୍ୟମରେ ପିଏଫ୍ ଟଙ୍କା ଉଠାଇପାରିବେ !
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୩୦/୦୪ ଇପିଏଫଓର ବଡ଼ ଅପଡେଟ୍। ଏଣିକି ଏଟିଏମ ଓ ୟୁପିଆଇ ମାଧ୍ୟମରେ ପିଏଫ୍ ଟଙ୍କା ଉଠାଇବାକୁ ମିଳିପାରେ ସୁବିଧା। EPFO 3.0 ଅନୁଯାୟୀ, ସଦସ୍ୟମାନେ ବାଲାନ୍ସର ୭୫ ପ୍ରତିଶତ ପର୍ଯ୍ୟନ୍ତ ରାଶି ସହଜରେ ଉଠାଇପାରିବେ।
ସେପଟେ ଅଟୋ ସେଟେଲମେଣ୍ଟ ସୀମା ୧ ଲକ୍ଷରୁ…
ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୯/୦୪: ଓଡ଼ିଶା ବିଧାନସଭାର ଆସନ୍ତା ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ବୁଧବାର ଲୋକଭବନରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ଭେଟିଥିଲେ।
ଏହି ସାକ୍ଷାତକାରରେ ଏପ୍ରିଲ ୩୦ରେ ଅନୁଷ୍ଠିତ ହେବାକୁ ଥିବା…
ରବୀନ୍ଦ୍ର ମଣ୍ଡପରେ ପାଳିତ ହେଲା ବିଶ୍ୱ ନୃତ୍ୟ ଦିବସ, ମୁଖ୍ୟ ଅତିଥି ଭାବେ ଯୋଗଦେଲେ ବାଚସ୍ପତି ସୁରମା ପାଢ଼ୀ
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୯/୦୪ ରାଜଧାନୀର ରବୀନ୍ଦ୍ର ମଣ୍ଡପରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଆୟୋଜିତ “ବିଶ୍ୱ ନୃତ୍ୟ ଦିବସ” କାର୍ଯ୍ୟକ୍ରମ ଆଡ଼ମ୍ବରପୂର୍ଣ୍ଣ ଭାବେ ପାଳିତ ହୋଇଯାଇଛି।
ଏହି ଅବସରରେ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ମୁଖ୍ୟ ଅତିଥି…
ଶ୍ରେଷ୍ଠତା ଓ ନବସୃଜନ କ୍ଷେତ୍ରରେ ଓଡ଼ିଶାକୁ ଦୁଇଟି ସମ୍ମାନଜନକ ପୁରସ୍କାର
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୯/୦୪ ଜୟପୁରରେ ଆୟୋଜିତ ପ୍ରତିଷ୍ଠିତ ‘ଗ୍ରେଟ୍ ଇଣ୍ଡିଆନ୍ ଟ୍ରାଭେଲ୍ ବାଜାର’ (GITB)-ରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ଦୁଇଟି ସମ୍ମାନଜନକ ପୁରସ୍କାର ହାସଲ କରି ରାଜ୍ୟ ପାଇଁ ଗୌରବ ଆଣିଛି। ପର୍ଯ୍ୟଟନ ଉନ୍ନୟନ, ନବସୃଜନ ଏବଂ ପ୍ରଚାର ପ୍ରସାର କ୍ଷେତ୍ରରେ ରାଜ୍ୟର…
ରାଜ୍ୟସ୍ତରୀୟ ପୋଲିସ ସନ୍ତରଣ ଓ କ୍ରସ୍ କଣ୍ଟ୍ରି ଚାମ୍ପିୟନସିପ୍-୨୦୨୬
ସମ୍ବଲପୁର,ନିରପେକ୍ଷ ଖବର:ତା ୩୦/୦୪: ସମ୍ବଲପୁର ପୋଲିସ ପକ୍ଷରୁ ଆୟୋଜିତ ୩ୟ ରାଜ୍ୟସ୍ତରୀୟ ପୋଲିସ ସନ୍ତରଣ ଏବଂ କ୍ରସ୍ କଣ୍ଟ୍ରି ଚାମ୍ପିୟନସିପ୍-୨୦୨୬ ଆଜି ଆଡ଼ମ୍ବରପୂର୍ଣ୍ଣ ଭାବେ ଉଦଯାପିତ ହୋଇଯାଇଛି। ଉଦଯାପନୀ ସମାରୋହରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ (ଡିଜିପି) ଶ୍ରୀ ଯୋଗେଶ ବାହାଦୁର…
ପଣ୍ଡିତ ଦିନଦୟାଲ ଉପାଧ୍ୟୟ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬: ମେ’ ୧ରୁ ରାଜ୍ୟର ୩୭ ଜିଲ୍ଲାରେ ଆରମ୍ଭ ହେବ
ଭୁବନେଶ୍ୱର,ନିରପେକ୍ଷ ଖବର: ତା /୨୯/୦୪: ପଣ୍ଡିତ ଦିନଦୟାଲ ଉପାଧ୍ୟୟ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬ ଅନ୍ତର୍ଗତ ରାଜ୍ୟରେ ଦଳୀୟ କାର୍ଯ୍ୟକର୍ତାମାନଙ୍କୁ ସୁସଂଗଠିତ ଓ ଗୁଣାତ୍ମକ ପ୍ରଶିକ୍ଷଣ ଦେବା ଉଦ୍ଦେଶ୍ୟରେ ମେ’ ୧ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ୩୭ଟି ସାଂଗଠନିକ ଜିଲ୍ଲାରେ…
୭୧ତମ Doctorate! ଇତିହାସ ରଚିଲେ ସାମନ୍ତ
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୩/୦୪: ପ୍ରଖ୍ୟାତ ଶିକ୍ଷାବିତ୍ ଓ ସମାଜସେବୀ, କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ କର୍ଣ୍ଣାଟକ ୟୁନିଭର୍ସିଟି, ଧାରୱାଡ୍ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ କରାଯାଇଛି। ବିଶ୍ୱବିଦ୍ୟାଳୟର ୭୫ତମ ସମାବର୍ତ୍ତନ ଉତ୍ସବରେ ଆଜି ଏହି…
ସରକାର ବଦଳିଲା, ବଦଳିଲା ନାହିଁ ଢାଞ୍ଚା
ଭୁବନେଶ୍ୱର, ନିରପେକ୍ଷ ଖବର: ତା,୧୭/୦୪ :
ରାଜ୍ୟରେ ସରକାର ପରିବର୍ତ୍ତନ ହୋଇଥିଲେ ମଧ୍ୟ ପ୍ରଶାସନିକ ଢାଞ୍ଚାରେ କୌଣସି ପରିବର୍ତ୍ତନ ଦେଖାଯାଇନାହିଁ। ୨୪ ବର୍ଷ ଧରି ଶାସନ କରୁଥିବା ବିଜେଡି ସରକାର ପରେ ବିଜେପି ନେତୃତ୍ୱରେ ନୂତନ ସରକାର କ୍ଷମତାରେ ଆସିଥିବା ସତ୍ତ୍ୱେ, ପ୍ରଶାସନରେ ପୁରୁଣା…
ନିର୍ବାଚନ ପାଇଁ AAP ର ପ୍ରସ୍ତୁତି ବୈଠକ
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୮/୦୩
ରାଜ୍ୟରେ ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ଆମ୍ ଆଦ୍ମୀ ପାର୍ଟି ପକ୍ଷରୁ ଭୁବନେଶ୍ୱରସ୍ଥିତ ଲୋହିଆ ଏକାଡେମୀରେ ଦଳୀୟ ପଦାଧିକାରୀମାନଙ୍କର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।
ରାଜ୍ୟ ସଭାପତି ନିଶିକାନ୍ତ ମହାପାତ୍ରଙ୍କ…
ଭୁବନେଶ୍ୱରରେ KGF ମେଗା କନକ୍ଲେଭ
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୮/୦୩: କଳିଙ୍ଗ ଗୌରବ ଫାଉଣ୍ଡେସନ୍ (KGF) ପକ୍ଷରୁ ଆସନ୍ତା ମାର୍ଚ୍ଚ ୩୦ ତାରିଖରେ “ବିକଶିତ ଭାରତ ଗଠନରେ ମହିଳାଙ୍କ ଭୂମିକା” ବିଷୟରେ ଏକ ମେଗା କନକ୍ଲେଭ୍ ଆୟୋଜିତ ହେବ। କଳିଙ୍ଗ ଗୌରବ ପୁରସ୍କାର ଟ୍ରଷ୍ଟ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଛି।
ଏହି…
ଇତିହାସ ରଚିଲେ ମୋଦି
ଭୁବନେଶ୍ୱର,ନିରପେକ୍ଷ ଖବର ,୨୪ ମାର୍ଚ୍ଚ:
ଭାରତୀୟ ରାଜନୀତିରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦେଶର ସର୍ବାଧିକ ସମୟ ପର୍ଯ୍ୟନ୍ତ ନିର୍ବାଚିତ ଶାସନ ମୁଖ୍ୟ ଭାବେ କାର୍ଯ୍ୟ କରି ଏକ ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି। ଗୁଜୁରାଟର ମୁଖ୍ୟମନ୍ତ୍ରୀ…
ବିଶ୍ୱ ଜଳଦିବସରେ ଭୁବନେଶ୍ୱରରେ ମହା ସେବା
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୨ ମାର୍ଚ୍ଚ: ବିଶ୍ୱ ଜଳଦିବସ ଅବସରରେ ସାମାଜିକ ସଂଗଠନ ଜନମଙ୍ଗଳ ପରିଷଦ ପକ୍ଷରୁ ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ଏକ ଜଳଦାନ କେନ୍ଦ୍ରର ଶୁଭାରମ୍ଭ କରାଯାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପଥଚାରୀମାନଙ୍କୁ ନିୟମିତ ଭାବେ ସ୍ୱଚ୍ଛ ପାନୀୟ ଜଳ…
