Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ନୂଆବର୍ଷରୁ କମିଲା ଏଲପିଜି ସିଲିଣ୍ଡର ମୂଲ୍ୟ….

ଭୁୁବନେଶ୍ୱର,. ନିରପେକ୍ଷ ଖବର:  ଅଣ ସବସିଡ୍ ଯୁକ୍ତ  ଏଲପିଜି ସିଲିଣ୍ଡରର ମୂଲ୍ୟ ଭୁବନେଶ୍ୱର ଠାରେ ଜାନୁଆରୀ ୧  ତାରିଖରୁ  ୧୨୧ ଟଙ୍କା ୫୦ ପଇଷା ସିଲିଣ୍ଡର ମୂଲ୍ୟ ହ୍ରାସ ହୋଇଛି । ଅନ୍ତରାଷ୍ଟ୍ରୀୟ ବଜାରରେ ଏଲପିଜି ମୂଲ୍ୟ ହ୍ରାସ ଓ ଡଲାର ତୁଳନାରେ ଭାରତୀୟ ମୁଦ୍ରାର ମୂଲ୍ୟ ବଢିବା କାରଣରୁ…

ରାଜଧାନୀରୁ ଫେରାର ଥିବା ଗୋଲଡେନ୍ ବାବାକୁ ଧରିବାରେ ସକ୍ଷମ ହୋଇଛି ଚନ୍ଦ୍ରଶେଖର ପୁଲିସ…

ନିରପେକ୍ଷ ଖବର: ରାଜଧାନୀରୁ ଫେରାର ଥିବା ଗୋଲଡେନ୍ ବାବାକୁ ଧରିବାରେ ସକ୍ଷମ ହୋଇଛି ଚନ୍ଦ୍ରଶେଖର ପୁଲିସ। ଗିରଫ ଅଭିଯୁକ୍ତଙ୍କ ନାମ ଜ୍ୟୋତିରଞ୍ଜନ ବେହେରା ଓରଫ ଗୋଲଡେନ୍ ବାବା ବୋଲି ଜଣାପଡ଼ିଛି।କିଛି ମହଲରେ, ଗୋଲଡେନ୍ ବାବା ନିଜକୁ ରାଜନୈତିକ ନେତା କହି ଏକ ପ୍ରକାର ପରିଚୟ ନିଜର ସୃଷ୍ଟି…

କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ଏବଂ ଦକ୍ଷତାବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ଭୁବନେଶ୍ୱର, ନିରପେକ୍ଷ ଖବର:  ସଂସ୍କାର, ପ୍ରଦର୍ଶନ ଏବଂ ରୂପାନ୍ତରଣ ପାଇଁ ପେଟ୍ରୋଲିୟମ ଏବଂ ଦକ୍ଷତାବିକାଶମନ୍ତ୍ରଣାଳୟର ପ୍ରୟାସ ଅନୁସାରେଏହି ନୀତିକୁ କାର୍ଯ୍ୟକାରୀ କରିବାକୁ ସାରା ରାଜ୍ୟରେ ଜନସେବା କେନ୍ଦ୍ର ମାନଙ୍କରେ ଉଜ୍ଜ୍ୱଳା ସାନିଟାରି  ନାପ୍କିନ୍ ପ୍ରସ୍ତୁତକାରୀ ସଂସ୍ଥା…

ଏନ୍.ଆଇ.ଏଟି.ର ପ୍ରତିଷ୍ଠା ଦିବସରେ ରାମକଥା ଓ ଜ୍ଞାନଯଜ୍ଞ ।

ଭୁବନେଶ୍ୱର,    ନିରପେକ୍ଷ ଖବର:  ୨୯/୧୨-ଏନ୍.ଆଇ.ଏ.ଟି ର ପ୍ରତିଷ୍ଠା ଦିବସ ଶୈଳଶ୍ରୀବିହାର ସ୍ଥିତ ମହର୍ଷି ମହିଳା ମହାବିଦ୍ୟାଳୟ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି । ଏକବିିଂଶ ଦଶନ୍ଧିରୁ ଆରମ୍ଭ ହୋଇଥିବା ଏହି ସଂସ୍ଥା ଅନେକ ଛାତ୍ରଛାତ୍ରୀମାନଙ୍କୁ କମ୍ପୁଟର ଶିକ୍ଷା ପ୍ରଦାନ କରି କୃତିତ୍ୱର…

ଭୁବନେଶ୍ୱର ସାହିତ୍ୟ ସମାଜର ‘ଶୀତ ଆସର’

ଭୁବନେଶ୍ୱର,  ନିରପେକ୍ଷ ଖବର:   ତା.୩୦/୧୨/୨୦୧୮ ଭାଷାର ଭିନ୍ନତା ଓ ସାଂସ୍କୃତିକ ବିବିଧତା ରହିଥିବା ଭାରତ ପରି ଦେଶରେ ସାହିତ୍ୟ ଆମର ସାମାଜିକ ସାଂସ୍କୃତିକ ସଂପର୍କକୁ ସଶକ୍ତ କରିପାରିଛି । ସାହିତ୍ୟ ହିଁ ବିଶ୍ୱଦୃଷ୍ଟି ଓ ମାନବିକତାର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଆସିଛି ବୋଲି…

ଆସନ୍ତା ଡିସେମ୍ବର ୩୦ ତାରିଖରେ “ଉଜ୍ଜ୍ୱଳା ସାନିଟାରି ନାପ୍କିନ୍”ର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଭୁବନେଶ୍ୱର,   ନିରପେକ୍ଷ ଖବର:    ୨୮ ଡିସେମ୍ବର, ୨୦୧୮- ସଂସ୍କାର, ପ୍ରଦର୍ଶନ ଏବଂ ରୂପାନ୍ତରଣ ପାଇଁ ପେଟ୍ରୋଲିୟମ ଏବଂ ଦକ୍ଷତା ବିକାଶ ମନ୍ତ୍ରଣାଳୟର ପ୍ରୟାସ ଅନୁସାରେ ଏହି ନୀତିକୁ କାର୍ଯ୍ୟକାରୀ କରିବାକୁ ସାରା ରାଜ୍ୟରେ ଜନ ସେବା କେନ୍ଦ୍ରମାନଙ୍କରେ ଉଜ୍ଜ୍ୱଳା ସାନିଟାରି ନାପ୍କିନ୍…

ପିପିଲି ଗଣଦୁର୍ଷ୍କମ ରାୟ ଉପରେ ମହାରଥୀଙ୍କ ମନ୍ତବ୍ୟକୁ ନେଇ ଇସ୍ତଫା ଦାବି କଲା: କଂଗ୍ରେସ

ଭୁବନେଶ୍ୱର  (ନିରପେକ୍ଷ ଖବର) ପିପିଲି ଗଣଦୁର୍ଷ୍କମ ଘଟଣାର ରାୟ ପ୍ରକାଶ ପାଇବା ପରେ ଓଡିଶାବାସୀଙ୍କ କୋପରୁ ନିଜକୁ ବଂଚାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଧିନରେ ଥିବା କ୍ରାଇମ୍ବ୍ରାଂଚ ଉଚ୍ଚ ନ୍ୟାୟାଳୟରେ ଆବେଦନ କରିବା କଥା କହୁଥିବା ସ୍ଥଳେ ମୁଖ୍ୟମନ୍ତ୍ରୀଙ୍କ କ୍ୟାବିନେଟ୍ ସହଯୋଗୀ, ସ୍ଥାନୀୟ…

ନୂଆବର୍ଷରୁ ଶ୍ରୀମନ୍ଦିରରେ ଲାଗୁ ହେବ ନୂଆ ବ୍ୟବସ୍ଥା……

ପୁରୀ (ନିରପେକ୍ଷ ଖବର): ନୂଆବର୍ଷରୁ ଶ୍ରୀମନ୍ଦିରରେ ଲାଗୁ ହେବ ନୂଆ ବ୍ୟବସ୍ଥା। ନିର୍ଦ୍ଦିଷ୍ଟ ମୂଲ୍ୟରେ ବିକ୍ରି ହେବ ଅବଢ଼ା। ଆନନ୍ଦ ବଜାରରେ କେତେ ମୂଲ୍ୟରେ କେଉଁ ବ୍ୟଞ୍ଜନ ବିକ୍ରି ହେବ, ସୁଆର ମହାସୁଆର  ମାନଙ୍କ ସହିତ ଆଲୋଚନା ପରେ ତାହା ଚୂଡ଼ାନ୍ତ କରାଯାଇ ତାଲିକା ପ୍ରସ୍ତୁତ କରାଯାଇଛି।…

ପ୍ରଧାନମନ୍ତ୍ରୀ ଇ.ଏସ୍.ଆଇ.ସି ହସ୍ପିଟାଲକୁ ନେଇ ମିଥ୍ୟା ତଥ୍ୟ ପ୍ରଦାନ କରିବା ଦୁର୍ଭାଗ୍ୟଜନକ – କଂଗ୍ରେସ

ଭୁବନେଶ୍ୱର :ନିିରପେକ୍ଷ ଖବର- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଗତକାଲିର ଓଡିଶା ଗସ୍ତ ଅବସରରେ ଏବଂ ଖୋର୍ଦ୍ଧା ଠାରେ ଇ.ଏସ୍.ଆଇ. ହସ୍ପିଟାଲକୁ ନେଇ ସାଧାରଣ ସଭାରେ ରଖିଥିବା ମନ୍ତବ୍ୟକୁ ଦୃଢ ବିରୋଧ କରିଛି କଂଗ୍ରେସ । ଏ ସଂପର୍କରେ ଆହୁତ ଏକ ସାମ୍ବାଦିକ ସମ୍ମିଳନୀରେ ପିସିସି ମିଡିଆ…

ଜାତୀୟ ସିନିୟର ଟେନିସ ବଲ କ୍ରିକେଟ ରୈାପ୍ୟ ପଦକ ସହ ରନର୍ସଅଫ୍ ଓଡ଼ିଶା ….

ଭୁବନେଶ୍ବର: (ନିରପେକ୍ଷ ଖବର) ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡା ଠାରେ ୨୯ ତମ ସିନିୟର୍ ଚମ୍ପିୟାନସିପରେ ପରାଜୟ ସହ ୫ ଥର ପାଇଁ ରନର୍ସଅଫ୍ ହୋଇଛି ଓଡିଶା l ଆଜି ଅନୁଷ୍ଠିତ ଫାଇନାଲ ମ୍ୟାଚର ଶକ୍ତିଶାଳୀ ଉତ୍ତରପ୍ରଦେଶ ଠାରୁ ୭ ଓ୍ବିକେଟ୍ ରେ ପରାସ୍ତ ହୋଇ ଓଡ଼ିଶା ରନର୍ସଅଫ୍ ହେବା ସହ ରୈାପ୍ୟ ପଦକ…

ଓଡ଼ିଶା ବାସୀ ଏବେ ପରିଵର୍ତନ ଚାହୁଁଛନ୍ତି :ମୋଦି…

ଭୁବନେଶ୍ୱର, ତା.୨୪/୧୨: ଓଡିଶାବାସୀ ବଡ ପରିବର୍ତନ ପାଇଁ ମନ ସ୍ଥିର କରିସାରିଲେଣି । ଚିଟଫଣ୍ଡରୁ ପିସି କଲଚର ଯାଏଁ ଭ୍ରଷ୍ଟାଚାର ରୂପୀ ଦାନବ ଓଡିଶାରେ ଶକ୍ତିଶାଳୀ ହୋଇଛି । ଏ ଦାନବକୁ ଦାନାପାଣି କିଏ ଦେଉଛି ଏହି ପ୍ରଶ୍ନ ଯେତେ ସ୍ପଷ୍ଟ ହେବ, ଆଗକୁ ବାଟ ସେତେ ସଫା ହେବ ବୋଲି ଭାରତୀୟ ଜନତା…

ରାଫେଲ୍କୁ ନେଇ ଯୁଗ୍ମ ସଂସଦୀୟ କମିଟି କଂଗ୍ରେସର ଦାବି{ ଅଭିଷେକ ମନୁ ସଂଘଭି}

ଭୁବନେଶ୍ୱର(ନିରପେକ୍ଷ ଖବର) ୨୨.୧୨.୨୦୧୮ – ରାଫେଲ୍ ଯୁଦ୍ଧ ବିମାନକୁ ନେଇ ହୋଇଥିବା ସମସ୍ତ ଅନିୟମିତତାର ଖୁଲାସା କେବଳ ଯୁଗ୍ମ ସଂସଦୀୟ କମିଟି ଦ୍ୱାରା ସମ୍ଭବ ହେବ ବୋଲି ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଅଖିଳ ଭାରତ କଂଗ୍ରେସ କମିଟିର ବରିଷ୍ଠ ମୁଖପାତ୍ର ତଥା ସାଂସଦ…

Latest Videos