Blank space
Blank space
Breaking News/ମୁଖ୍ୟ ଖବର:
କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ
Blank space

ନେତାମାନଙ୍କ ପକ୍ଷେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିବା ଆଉ ସହଜ ହେବ ନାହିଁ…

ଆଚରଣ ବିଧି ପାଳନ କରୁ ନଥିବା ନେତାମାନଙ୍କୁ କାବୁ କରିବାକୁ ନିର୍ବାଚନ କମିଶନ୍‌ ନୂଆ ଟେକ୍ନୋଲଜିର ବ୍ୟବହାର କରିବାକୁ ଯାଉଛନ୍ତି। କମିଶନ୍‌ C-VIGIL APP ନାମରେ ଏକ ଆପ୍ ତିଆରି କରିଛନ୍ତି। ଏହା ଦ୍ୱାରା ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀ ଓ ତାଙ୍କ ସମର୍ଥକ ସହଜରେ ଧରା ପଡ଼ିଯିବେ।…

ରାଜ୍ୟ ସରକାର ଭାଟ କମାଇବା ଦାବିରେ ,ବିଜେବି ବିକ୍ଷୋଭ ପ୍ରଦର୍ଶନ କରିଛି …

କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ୍‌ ଦର ଅଢ଼େଇ ଟଙ୍କା କମ୍‌ କରିଛନ୍ତି। ଭ୍ୟାଟ୍‌ କମାଇବା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ରାଜ୍ୟଗୁଡ଼ିକୁ ଅନୁରୋଧ କରିଛନ୍ତି । ଅର୍ଥମନ୍ତ୍ରୀଙ୍କ ଅନୁରୋଧକୁ ଗ୍ରହଣ କରି ବିଜେପି ଶାସିତ ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଗୁଜରାଟ ଓ ରାଜସ୍ଥାନ ସମେତ…

ଆଜିଠୁ ଆରମ୍ଭ ଓଡ଼ିଶା ଟ୍ରାଭେଲ୍ ବଜାର….

ଶୁକ୍ରବାର ତାରିଖ:୫/୧୦/୧୮ ଠାରୁ ୭/୧୦/୧୮ -ପର୍ଯ୍ୟନ୍ତ ହବାକୁ ଯାଉଛି ଦ୍ୱିତୀୟ ''ଓଡିଶା ଟ୍ରାଭେଲ୍ ବଜାର " ଓଡ଼ିଶାର ପର୍ଯ୍ୟଟନ କୁ ଦେଶ ବିଦେଶର ଲୋକଙ୍କ ପାଖରେ ପହଞ୍ଚିବା କୁ ଦୃଷ୍ଟିରେ ରଖି ଏପରି କାର୍ଯ୍ୟକ୍ରମ ହଉଛି। ଏହି କାର୍ଯ୍ୟକ୍ରମ ମେଫେଆର ହୋଟେଲରେ ୩ ଦିନ ଧରି ଅନୁଷ୍ଠିତ…

କଳା ବ୍ୟାଜ ପିନ୍ଧି ରାସ୍ତାକୁ ଓଲ୍ହାହିଲେ ଆଇନଜୀବୀ….

ପୋଲିସ ଓ ଆଇନଜୀବୀ କଂ ମାଡ଼ ଘଟଣା କୁ ନେଇ ଆଇନଜୀବୀ କଂ ଆନ୍ଦୋଳନ ଦିନକୁ ଦିନ ତୀବ୍ର ରୂପ ନେଉଛି। ହଜାର ହଜାର ଆଇନଜୀବୀ କଳା ବ୍ୟାଜ ପିନ୍ଧି ଏକ ଶାନ୍ତି ଶୋଭାଯାତ୍ରାରେ ବହାରିଥିଲେ ।କଟକ ତଥା ରାଜ୍ୟର ବିଭିନ୍ନ ସ୍ଥାନରୁ ଆଇନିଜୀବୀ ମାନେ ଏକାଠି ହୋଇଥିଲେ । ଅଭିଯୁକ୍ତକୁ ଗିରଫଦାରୀ ଦାବି…

ବ୍ରାହ୍ମଣୀ ଜଳ ମାତ୍ରାଧିକ ପ୍ରଦୂଷିତ

ଭୁବନେଶ୍ୱର : ଯାଜପୁର ଜିଲ୍ଲା ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ଜଳ ମାତ୍ରାଧିକ ପ୍ରଦୂଷିତ । ଏଥିରେ ଶିଳ୍ପସଂସ୍ଥାରୁ ନିର୍ଗ ବର୍ଜ୍ୟବସ୍ତୁ ବା ଟୋଟାଲ୍ ସସ୍ପେଣ୍ଡେଡ୍ ସଲି୍ (ଟିଟିଏସ୍) ଓ ସିଆନାଇଡ୍ ମାତ୍ରା ନଦୀ ଜଳରେ ଅଧିକ ବୋଲି ରାଜ୍ୟ ପ୍ରଦୂଷଣ ବୋର୍ଡ ପକ୍ଷରୁ ଜାତୀୟ ମାନାଧିକାର କମିଶନଙ୍କ…

ବିଶ୍ୱ ଉଷ୍ଣତା ଯୋଗୁଁ ଆତଙ୍କବାଦ ସୃଷ୍ଟି

ପ୍ୟାରିସ୍ : ବିଶ୍ୱ ଉଷ୍ଣତା ବର୍ତ୍ତମାନ ସମଗ୍ର ବିଶ୍ୱ ଲାଗି ଏକ ବନ ଚାଲେଞ୍ଜରେ ପରିଣତ ହୋଇଯାଇଛି । ଏହାଯୋଗୁଁ ଦିନକୁ ଦିନ ନୂଆନୂଆ ସମସ୍ୟାମାନ ଉପୁଜିବା ଆରମ୍ଭ କରିଛି । ବିଶ୍ୱ ଉଷ୍ଣତା ଯୋଗୁଁ ସୃଷ୍ଟ ଖାଦ୍ୟ ଓ ଜଳାଭାବ ଜନସାଧାରଣଙ୍କ ସମୂହ ସ୍ଥାନାନ୍ତର, ସମ୍ବଳ ଲାଗି ପ୍ରତିଯୋଗିତା…

ଇଚ୍ଛାଧୀନ କୋଟାରେ ୧୫୦୦ ଫ୍ଲାଟ୍ ଓ ପ୍ଲଟ୍

ଭୁବନେଶ୍ୱର : କଟକ-ଭୁବନେଶ୍ୱର ସହରାଞ୍ଚଳରେ ଇଚ୍ଛାଧୀନ କୋଟାରେ ପ୍ର୍ରାୟ ଦେଢ ହଜାର ଫ୍ଲାଟ, ପ୍ଲଟ୍ ଓ ଘର ବଣ୍ଟାଯାଇଛି । ଏ ସମ୍ପର୍କରେ ଗଭୀର ଅନୁସନ୍ଧାନ ପାଇଁ ÷ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଟାସ୍କଫୋର୍ସରୁ ଏହି ତଥ୍ୟ ମିଳିଛି । ଇଚ୍ଛାଧୀନ କୋଟାର ବ୍ୟାପକ ଅପବ୍ୟବହାରକୁ ନେଇ ତୀବ୍ର…

କାର୍ଯ୍ୟକ୍ଷମ ହୋଇନାହିଁ ଅନେକ ଇସ୍ପାତ କାରଖାନା

ଭୁବନେଶ୍ୱର : ରାଜ୍ୟରେ ଇସ୍ପାତ କାରଖାନା ସ୍ଥାପନ ପାଇଁ ୫୦ଟି କମ୍ପାନୀ ବୁଜାମଣା ସ୍ୱାକ୍ଷର କରିଛନ୍ତି । ସେଥିମଧ୍ୟରୁ ୩୧ଟି କାରଖାନାରୁ ପୂର୍ଣ୍ଣ ବା ଆଂଶିକ ଉତ୍ପାଦନ ଆରମ୍ଭ ହୋଇଛି । ଆର୍ସେଲର ମିତ୍ତଲ କମ୍ପାନୀ ପ୍ରକଳ୍ପ ସ୍ଥାପନ କ୍ଷେତ୍ରରୁ ଓହରି ଯାଇଛି ଏବଂ ୧୮ ଶିଳ୍ପ କାର୍ଯ୍ୟକ୍ଷମ…

କଳିଙ୍ଗନଗର ଶିଳ୍ପସ୍ଥିତି

ଯାଜପୁର ରୋଡ : ଦୀର୍ଘ ଏକ ଦଶନ୍ଧି ତଳୁ ରାଜ୍ୟରେ ଆରମ୍ଭ ହୋଇଛି ଶିଳ୍ପ ବିପ୍ଳବ । ରାଜ୍ୟର କଞ୍ଚାମାଲ ରାଜ୍ୟ ଭିତରେ ବିନିଯୋଗ ହେବାସହ ଶିଳ୍ପଦ୍ୱାରା ରାଜ୍ୟର ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତ ହେବା ଲକ୍ଷ୍ୟରେ ଗଢି ଉଠିଥିଲା କଳିଙ୍ଗନଗର ଶିଳ୍ପାୟନ । ଖଣିଜ ସମ୍ପଦର ପ୍ରାଚୁର୍ଯ୍ୟ ଏବଂ ଉନ୍ନତ…

Latest Videos