
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ଦେଶୀୟ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେଲେ ରାଜ୍ୟପାଳଓଡ଼ିଆ ଘରର ମହିଳାଙ୍କ ପ୍ରତିଭାକୁ ମିଳିବ ନୂଆ ପରିଚୟ, ଜୀ-ସାର୍ଥକରେ ଆସୁଛି ‘ଗୃହଲକ୍ଷ୍ମୀ’ସ୍ୱଚ୍ଛତା ଅଭିଯାନ ସହ ଯାତ୍ରୀଙ୍କ ସହ ଜନସମ୍ବାଦ ଜାରି ରଖିଛି ପୂର୍ବତଟ ରେଳପଥବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକ ତାଲିକାରେ କିଟ୍-କିସ୍ର ୩୪ ଅଧ୍ୟାପକଅପରାଧୀଙ୍କୁ ଧରିବାକୁ ପୁଲିସର ନୂଆ ପ୍ରସ୍ତୁତିଗୋପବନ୍ଧୁଙ୍କ ଆଦର୍ଶରେ ଗଢ଼ିବ ସମୃଦ୍ଧ ଓଡ଼ିଶା!କିଟ୍ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ପ୍ରୟାସ: ପବ୍ଲିକ ସର୍ଭିସ୍ ଆଶାୟୀଙ୍କୁ କୋଚିଂ ସୁବିଧାସ୍ୱାସ୍ଥ୍ୟ ଉପକରଣ କ୍ରୟରେ ବାହ୍ୟ ହସ୍ତକ୍ଷେପକୁ ରୋକିବାକୁ ସ୍ୱାସ୍ଥ୍ୟ ବିଭାଗର କଡ଼ା ନିର୍ଦ୍ଦେଶକିଟ୍ର ୨୨ତମ ବାର୍ଷିକ ସମାବର୍ତ୍ତନ ଉଦ୍ଯାପିତସମାଜସେବୀ କାବ୍ୟା ପ୍ରିୟା ଧଳଙ୍କୁ ପିଏଚ୍ଡି ଡିଗ୍ରୀକିଟ୍ ଓ କିସ୍ର କାର୍ଯ୍ୟକୁ ଭୁଟାନ ପ୍ରତିନିଧିମଣ୍ଡଳୀଙ୍କ ପ୍ରଶଂସାସୁପୋଷିତ ଓଡ଼ିଶା ଗଠନ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀମୟୂରଭଞ୍ଜ ବାଉଁଶ ଚାଷକୁ ‘ପ୍ରମାଣ’ ସାର୍ଟିଫିକେଟ୍ସଂଶୋଧିତ ଏମଏମଡିଆର ଆଇନ ଓଡ଼ିଶାର ସ୍ୱାର୍ଥରେ: ଡା. ସମ୍ବିତ ପାତ୍ରଖଣ୍ଡଗିରି-ଉଦୟଗିରିରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’ର ଶୁଭାରମ୍ଭପଦବୀଠାରୁ ବଡ଼ ମାଟିର ଡାକ: ନିଜ ଅଞ୍ଚଳ ପାଇଁ କାବ୍ୟାପ୍ରିୟାଙ୍କ ପ୍ରୟାସଓଡ଼ିଶାରେ ପାଳିତ ହେଲା ବିଶ୍ୱ ପର୍ଯ୍ୟଟନ ଦିବସ ୨୦୨୬ରାଷ୍ଟ୍ର ନିର୍ମାଣରେ ସକ୍ରିୟ ଭୂମିକା ନେବାକୁ ଆହ୍ୱାନ: ମନମୋହନ ସାମଲପ୍ରାକୃତିକ ବିପର୍ଯ୍ୟୟ ମୁକାବିଲାରେ ସରକାରଙ୍କ ପ୍ରୟାସ ପ୍ରଶଂସନୀୟ: ମନମୋହନ ସାମଲଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ

ବି.ଜେ.ଇ.ଏମ୍. ସ୍କୁଲରେ ବାର୍ଷିକ ପ୍ରକଳ୍ପ ପ୍ରଦର୍ଶନୀ ଅନୁଷ୍ଠିତ
ଭୁବନେଶ୍ଵର,ନିରପେକ୍ଷ ଖବର :ତା: ୨୦/୦୧: ରାଜଧାନୀ ଭୁବନେଶ୍ଵରର ସ୍ୱନାମଧନ୍ୟ ବକ୍ସି ଜଗବନ୍ଧୁ
ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ବିଭିନ୍ନ ବିଷୟ ଉପରେ ଆଧାରିତ ପ୍ରକଳ୍ପ ପ୍ରଦର୍ଶନୀ ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର…
ରାଜ୍ୟର ସମସ୍ତ ଜିଲ୍ଲାରେ ଧାନ ସଂଗ୍ରହ ତ୍ୱରାନ୍ୱିତ
ଭୁବନେଶ୍ୱର,ନିରପେକ୍ଷ ଖବର:ତା.୨୨/୦୧/୨୬ ଚଳିତ ଖରିଫ ଋତୁରେ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରିତ ଭାବେ ଜାରି ରହିଛି । ଆଜି ସୁଦ୍ଧା, ରାଜ୍ୟର ୬ ଲକ୍ଷ ୯୩ ହଜାର ୯୭ ଜଣ ଚାଷୀଙ୍କଠାରୁ ୩୦ ଲକ୍ଷ ୪୯ ହଜାର ୫୬୦ ମେଟ୍ରିକ ଟନ ଧାନ ସଂଗ୍ରହ କରାଯାଇଛି। ଏହି…
ମତ୍ସ୍ୟ ପ୍ରାଣୀ ସମାବେଶରେ ଆକର୍ଷଣ ସାଜିଥିଲା “ପେଟ୍ ଫ୍ୟାସନ୍ ସୋ
ଭୁବନେଶ୍ୱର,ନିରପେକ୍ଷ ଖବର ତା: ୨୨/୦୧/୨୬ ଆଜି ମତ୍ସ୍ୟ ପ୍ରାଣୀ ସମାବେଶରେ ଆକର୍ଷଣ ସାଜିଥିଲା “ପେଟ୍ ଫ୍ୟାସନ୍ ସୋ ।” ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ଏହି ‘ଫ୍ୟାସନ୍ ସୋ’କୁ ଉଦଘାଟନ କରିଥିଲେ । ଏଥିରେ ଦେଶ ବାହାରର ୧୨୫ ପ୍ରଜାତି ପେଟ୍…
ବିଜେପି ଓବିସି ମୋର୍ଚ୍ଚାର ନୂତନ ରାଜ୍ୟ ସଭାପତି
*ଓବିସି ବର୍ଗର ସାମଗ୍ରିକ ବିକାଶ ପାଇଁ କାର୍ଯ୍ୟ ତ୍ୱରାନ୍ୱିତ ହେବ: ପ୍ରଦ୍ୟୁମ୍ନ କୁମାର ନାୟକ*
ଭୁବନେଶ୍ୱର, ନିରପେକ୍ଷ ଖବର:ତା.୨୦/୦୧: ସରକାର ଗଠନରେ ଓବିସି ମୋର୍ଚ୍ଚାର ଭୂମିକା ଗୁରୁତ୍ୱପୂର୍ଣ୍ଣ । ଏହି ମୋର୍ଚ୍ଚା ଅନେକ ସାଂସଦ ଓ ବିଧାୟକ ତିଆରି କରିଛି । ପ୍ରକୃତରେ ଆମ ଜନସଂଖ୍ୟା…
ସମ୍ପୂର୍ଣ୍ଣ ଅନ୍ଲାଇନ୍ ମାଧ୍ୟମରେ ହେବ ଏହି ସବୁ ସରକାରୀ କାର୍ଯ୍ୟ
ଭୁବନେଶ୍ୱର,ନିରପେକ୍ଷ ଖବର: ତା: ୧୯/୦୧/୨୬
ରାଜ୍ୟର ବିକାଶକୁ ତ୍ୱରିତ ଗତିରେ ଆଗେଇ ନେବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସବୁ ବିଭାଗକୁ ଯେଉଁ ୧୫ ସୂତ୍ରୀ ବିଷୟ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି, ତାହାକୁ କିଭଳି ଅନୁପାଳନ କରାଯାଇପାରିବ ସେ ନେଇ ନିର୍ମାଣ…
ରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’
ସଚେତନତା ଓ ସମୃଦ୍ଧିର ମହାକୁମ୍ଭ ହେବ ଏହି ସମାବେଶ : ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ
ଯୁଗପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ
ଭୁବନେଶ୍ବର,ନିରପେକ୍ଷ ଖବର: ତା ୧୨/୦୧ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ଯୁଗପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା…
ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି
ସମ୍ବଲପୁର ସହର ସାରା ବିଛାଯିବ ୩୪୦ କିଲୋମିଟର ଦୀର୍ଘ ପାଣି ପାଇପ୍ଲାଇନ୍
ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ଦିନକୁ ୧୦୦ ମିଲିଅନ୍ ଲିଟର ପାନୀୟ ଜଳ ପହଞ୍ଚିବ ଘରେ ଘରେ
ପାନୀୟ ଜଳ ସମସ୍ୟାର ସମାଧାନ ସହ, ଅଞ୍ଚଳବାସୀଙ୍କ ଜୀବନଧାରଣ ମାନରେ ଉନ୍ନତି ଆସିବ-ମୁଖ୍ୟମନ୍ତ୍ରୀ…
ଆଜି ୨୫ ଟି ଇ-ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଅତ୍ୟାଧୁନିକ ବସ ଟର୍ମିନାଲ ମଧ୍ୟ ଉଦ୍ଘାଟିତ
ବସ୍ ଟର୍ମିନାଲ ଓ ବସର ରକ୍ଷଣାବେକ୍ଷଣ ପାଇଁ ୨୩୮.୧୪ କୋଟି
ସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା
ନିରନ୍ତର ସାଧନା ବଳରେ ଭାରତୀୟ ଜନତା ପାର୍ଟିକୁ ମଜବୁତ କରିଥିଲେ ସ୍ୱର୍ଗତଃ ସଂଚିତା ଅପା : ମନମୋହନ ସାମଲ
ଭୁବନେଶ୍ୱର, ନିରପେକ୍ଷ ଖବର ତା.୦୯/୦୧: ବରିଷ୍ଠ ନେତ୍ରୀ ତଥା କୋରେଇ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟିକା ଶ୍ରୀମତୀ ସଂଚିତା ମହାନ୍ତିଙ୍କ ବିୟୋଗରେ ଭାରତୀୟ ଜନତା ପାର୍ଟିର…
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା…
ଭୁବନେଶ୍ୱର/କଟକ ନିରପେକ୍ଷ ଖବର:ତା ୦୯/୧୨ ଆଜି କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା "ଓଡିଶା ମାଷ୍ଟର୍ସ ୨୦୨୫" ଉଦ୍ଘାଟିତ ହୋଇଯାଇଅଛି।
ରାଜ୍ୟସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ…
ବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର,ନିରପେକ୍ଷ ଖବର : ତା ୦୭/୧୨
ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ଥିଲେ ଏକାଧାରରେ ଜଣେ ସ୍ୱାଧୀନତା ସଂଗ୍ରାମୀ, ସାରସ୍ୱତ ସାଧକ ଓ ସମ୍ପାଦକ । ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଭାରତର ସ୍ୱାଧୀନତା…
୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୯/୧୨
ରାଜ୍ୟରେ ଥିବା ଜାତୀୟ ରାଜପଥ ଏବଂ ରାଜ୍ୟ ରାଜପଥର ଉନ୍ନତିକରଣ ଏବଂ ପ୍ରସ୍ତାବିତ ନୂତନ ପ୍ରକଳ୍ପକୁ ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ଅନୁମୋଦନ ମିଳିଛି ।
ନୂଆଦିଲ୍ଲୀ ଗସ୍ତରେ ଥିବା ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ…
କେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀ
ଭୁବନେଶ୍ବର,ନିରପେକ୍ଷ ଖବର : ତା ୦୨/୧୨ କେଏଲ ବିଶ୍ବବିଦ୍ୟାଳୟ ପକ୍ଷରୁ ଜୟଦେବ ଭବନରେ ଏକ ଛାତ୍ରଛାତ୍ରୀ କ୍ୟାରିୟର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।। ଏଥିରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ତମ ଭବିଷ୍ୟତ ଗଢ଼ିବା ଲାଗି…
କଳିଙ୍ଗ ଷ୍ଟାଡ଼ିୟମ୍ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୨/୧୨ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଆରମ୍ଭ ହୋଇଛି ୩୭ତମ ଜାତୀୟ ସବ-ଜୁନିୟର ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍। ବ୍ୟାଡ଼ମିଣ୍ଟନ ଆସୋସିଏସନ୍ ଅଫ୍ ଇଣ୍ଡିଆ, ଓଡ଼ିଶା ଷ୍ଟେଟ୍ ବ୍ୟାଡ଼ମିଣ୍ଟନ ଆସୋସିଏସନ୍ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ…
୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !
ପାରାଦୀପ,ନିରପେକ୍ଷ ଖବର:ତା ୨୨/୧୧ ଆସନ୍ତା ନଭେମ୍ବର ୨୩ ତାରିଖରେ ପାରାଦୀପ ଅଠରବାଙ୍କି ବାଲିପ୍ଲଟ ସ୍ଥିତ ସଙ୍ଘ କାର୍ଯ୍ୟାଳୟରେ ଡମ୍ପର ମାଲିକ ସଂଘ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି l ଏହି ନିର୍ବାଚନରେ ସକାଳ ୮ ଟାରୁ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯାଇ ପରେ…
ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୧/୧୧
ନବଉତ୍କଳର ନିର୍ମାତା ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ବହୁମୁଖୀ ପ୍ରତିଭା ଓ ଅବଦାନ ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ । ତାଙ୍କର ବଳିଷ୍ଠ ନେତୃତ୍ୱ ଓ ତ୍ୟାଗପୂତ ଜୀବନ ଓଡ଼ିଶାକୁ ବି୍ରଟିଶ ଶାସନରୁ ମୁକ୍ତ କରି ଜନମାନସରେ ଏକ ନୂତନ…
ପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତ
ପାରାଦୀପ ,ନିରପେକ୍ଷ ଖବର:୨୨/୧୧ - ଏନସିସି ଦିବସ ଅବସରରେ ପାରାଦୀପ କଲେଜ୍ ଏନସିସି ଏବଂ ଏନସିସି ଆଲୁମୁନି ଅସୋସିଏସନ ମିଳିତ ଆନୁକୂଲ୍ୟରେ ବାର୍ଷିକ ମେଗା ରକ୍ତଦାନ ଶିବିର ଶୁକ୍ରବାର ଦିନ ସଫଳତାର ସହ ଆୟୋଜିତ ହୋଇଯାଇଛି l ଏହି ଅବସରରେ ପାରାଦୀପ କଲେଜ୍ର ଅଧକ୍ଷା ଡ.ସସ୍ମିତା ସତପଥୀ,…
ସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟା
ପାରାଦୀପ/ତିର୍ତ୍ତୋଲ:ନିରପେକ୍ଷ ଖବର : ତା ୨୨/୧୧ ପରିବର୍ତ୍ତିତ ସମୟ ଓ ପରିବର୍ଦ୍ଧିତ ଜୀବନ ଚର୍ଯ୍ୟାକୁ ଆଧାର କରି ନାଗରିକମାନଙ୍କୁ ସମୟୋଚିତ ସୁବିଧା ସୁଯୋଗ ଯୋଗାଇ ପାରିଥିବା ଶାସନ ପଦ୍ଧତିକୁ ଗଣତନ୍ତ୍ର ବୋଲି କୁହାଯାଏ । ଦୀର୍ଘଦିନ ହେବ ଓଡ଼ିଶାର ନାଗରିକମାନଙ୍କୁ ଜନ୍ମଠାରୁ ମୃତ୍ୟୁ…
ନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯ
ଭୁବନେଶ୍ୱର, ନିରପେକ୍ଷ ଖବର:୨୦/୧୧/୨୫ ଚଳିତ ରବି ଋତୁରେ ରାଜ୍ୟର ୫୦,୦୦୦ ଏକର୍ ପାଖାପାଖି ଜମିରେ ଆଳୁ ଚାଷ କରିବାର ଲକ୍ଷ୍ୟ ରହିଛି । ଏଥିପାଇଁ ପ୍ରାମାଣିକ ବିହନ ଆଳୁ ପଞ୍ଜାବରୁ ଅଣାଯାଇ ରାଜ୍ଯର ଚାଷୀ ମାନଙ୍କୁ କିଲୋ ପ୍ରତି ୨୦ ଟ. ଦରରେ ବିକ୍ରୀ କରାଯାଉଛି ଓ ଆଳୁ ବିହନ ଜମିରେ ଲଗେଇବା ପରେ…
