
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ଦେଶୀୟ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେଲେ ରାଜ୍ୟପାଳଓଡ଼ିଆ ଘରର ମହିଳାଙ୍କ ପ୍ରତିଭାକୁ ମିଳିବ ନୂଆ ପରିଚୟ, ଜୀ-ସାର୍ଥକରେ ଆସୁଛି ‘ଗୃହଲକ୍ଷ୍ମୀ’ସ୍ୱଚ୍ଛତା ଅଭିଯାନ ସହ ଯାତ୍ରୀଙ୍କ ସହ ଜନସମ୍ବାଦ ଜାରି ରଖିଛି ପୂର୍ବତଟ ରେଳପଥବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକ ତାଲିକାରେ କିଟ୍-କିସ୍ର ୩୪ ଅଧ୍ୟାପକଅପରାଧୀଙ୍କୁ ଧରିବାକୁ ପୁଲିସର ନୂଆ ପ୍ରସ୍ତୁତିଗୋପବନ୍ଧୁଙ୍କ ଆଦର୍ଶରେ ଗଢ଼ିବ ସମୃଦ୍ଧ ଓଡ଼ିଶା!କିଟ୍ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ପ୍ରୟାସ: ପବ୍ଲିକ ସର୍ଭିସ୍ ଆଶାୟୀଙ୍କୁ କୋଚିଂ ସୁବିଧାସ୍ୱାସ୍ଥ୍ୟ ଉପକରଣ କ୍ରୟରେ ବାହ୍ୟ ହସ୍ତକ୍ଷେପକୁ ରୋକିବାକୁ ସ୍ୱାସ୍ଥ୍ୟ ବିଭାଗର କଡ଼ା ନିର୍ଦ୍ଦେଶକିଟ୍ର ୨୨ତମ ବାର୍ଷିକ ସମାବର୍ତ୍ତନ ଉଦ୍ଯାପିତସମାଜସେବୀ କାବ୍ୟା ପ୍ରିୟା ଧଳଙ୍କୁ ପିଏଚ୍ଡି ଡିଗ୍ରୀକିଟ୍ ଓ କିସ୍ର କାର୍ଯ୍ୟକୁ ଭୁଟାନ ପ୍ରତିନିଧିମଣ୍ଡଳୀଙ୍କ ପ୍ରଶଂସାସୁପୋଷିତ ଓଡ଼ିଶା ଗଠନ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀମୟୂରଭଞ୍ଜ ବାଉଁଶ ଚାଷକୁ ‘ପ୍ରମାଣ’ ସାର୍ଟିଫିକେଟ୍ସଂଶୋଧିତ ଏମଏମଡିଆର ଆଇନ ଓଡ଼ିଶାର ସ୍ୱାର୍ଥରେ: ଡା. ସମ୍ବିତ ପାତ୍ରଖଣ୍ଡଗିରି-ଉଦୟଗିରିରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’ର ଶୁଭାରମ୍ଭପଦବୀଠାରୁ ବଡ଼ ମାଟିର ଡାକ: ନିଜ ଅଞ୍ଚଳ ପାଇଁ କାବ୍ୟାପ୍ରିୟାଙ୍କ ପ୍ରୟାସଓଡ଼ିଶାରେ ପାଳିତ ହେଲା ବିଶ୍ୱ ପର୍ଯ୍ୟଟନ ଦିବସ ୨୦୨୬ରାଷ୍ଟ୍ର ନିର୍ମାଣରେ ସକ୍ରିୟ ଭୂମିକା ନେବାକୁ ଆହ୍ୱାନ: ମନମୋହନ ସାମଲପ୍ରାକୃତିକ ବିପର୍ଯ୍ୟୟ ମୁକାବିଲାରେ ସରକାରଙ୍କ ପ୍ରୟାସ ପ୍ରଶଂସନୀୟ: ମନମୋହନ ସାମଲଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ

ବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତ
କଟକ: ନିରପେକ୍ଷ ଖବର: ତା ୧୯/୧୧ ବ୍ୟାଙ୍କ ଅଫ ବରୋଦା କ୍ଷେତ୍ରୀୟ କାର୍ଯ୍ୟାଳୟ, କଟକସ୍ଥିତ ପଟ୍ଟାମୁଣ୍ଡାଇ ପୌରପାଳିକା ଟାଉନହଲରେ ଏକ ମେଗା କିଷାନ ମେଳା ଆୟୋଜିତ ହୋଇଯାଇଛି । ଯାହାର ଉଦ୍ଦେଶ୍ୟ ଥିଲା କୃଷକମାନଙ୍କୁ ଆଧୁନିକ କୃଷି ସୁବିଧା, ସରକାରୀ ଯୋଜନା ଏବଂ ସମନ୍ୱିତ ବ୍ୟାଙ୍କିଂ ସେବା…
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା
ଭୁବନେଶ୍ୱର, ନିରପେକ୍ଷ ଖବର: ପ୍ରବାସୀ ଭାରତୀୟ ଦିବସ ଅବସରରେ ଏସିଆନ ଇଣ୍ଡିଆ ଇକୋନୋମିକ କାଉନସିଲ (ଏ.ଆଇ.ଇ.ସି) ଏବଂ ଇଣ୍ଡିଆନ ଚାମ୍ବର ଅଫ୍ କମର୍ସ (ଆଇ.ସି.ସି) ଚୁକ୍ତିରେ ସାମିଲ ହୋଇଛନ୍ତି।
କମ୍ପାନି, ଅନୁଷ୍ଠାନ ଏବଂ ବ୍ୟକ୍ତିବିଶେଷଙ୍କ ଲାଗି ଏକ
ଫୋରମ ସୃଷ୍ଟି ଦିଗରେ ଏହା ସହାୟକ…
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ…
ଭୁବନେଶ୍ୱର, ନିରପେକ୍ଷ ଖବର: ତା ୦୭/୧୦ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ଏଣ୍ଟରପ୍ରାଇଜ ପ୍ରାଇଭେଟ ଲିମିଟେଡ଼ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ କମଲେଶ କୁମାର ସିଂ ଏବଂ ଏହାର ସୋଲାର ବ୍ରାଣ୍ଡ ଆଇରୋ ସୋଲାର, ନବୀକରଣ ଯୋଗ୍ୟ ଶକ୍ତି କ୍ଷେତ୍ରରେ ପ୍ରେରଣାଦାୟକ ପୁରସ୍କାରରେ ସମ୍ମାନିତ ହୋଇଛି | ଓଡ଼ିଶାର…
ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
ୟୁନ
ଭୁବନେଶ୍ବର, ନିରପେକ୍ଷ ଖବର: ତା ୨୦/୦୯ ଭୁବନେଶ୍ବର ଭେଟେରାନ ଫୁଟବଲ ପ୍ଲେୟାର୍ସ ଆସୋସିଏସନ ଅନୁକୂଲ୍ୟରେ ଦ୍ୱିତୀୟ ଥର ପାଇଁ
ଜିଲ୍ଲା ସ୍ତରୀୟ ଆନ୍ତଃସ୍କୁଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ୟୁନିଟ -1 ସ୍ଥିତ ଖେଳପଡିଆରେ ଆସନ୍ତା ସେପ୍ଟେମ୍ବର ମାସ 22 ତାରିଖରୁ
ଆରମ୍ଭ ହୋଇ ସେପ୍ଟେମ୍ବର ମାସ…
ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦ
ଭୁବନେଶ୍ୱର, ନିରପେକ୍ଷ ଖବର: ତା ୦୩/୦୯/୨୪ ବଡଗଡର ପ୍ରସିଦ୍ଧ ଗଣେଶ ପୂଜା ମହୋତ୍ସବରେ ମହାରାଷ୍ଟ୍ର ଲାଲବାଗ ଆକୃତିର ୫୭ଫୁଟ ଉଚ୍ଚର ଗଣେଶ, ଓ ୧୨ ଫୁଟ ଉଚ୍ଚର ମୂଷିକ ବାହନ ପୂଜା ପାଇବେ । ୨୦୧୮ ମସିହାରେ ୩୫ ଫୁଟ ଉଚ୍ଚର ମୂର୍ତ୍ତି ଏବଂ ୨୦୨୩ ମସିହାରେ ୫୫ଫୁଟ ଉଚ୍ଚର ମୂର୍ତ୍ତି ପୂଜାପାଇଥିଲେ।…
ସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘ
ଭୁବନେଶ୍ୱର , ନିରପେକ୍ଷ ଖବର: ତା ୩୦/୦୮/୨୪ ମାନ୍ୟବର ଗୃହ ମନ୍ତ୍ରାଳୟ ଦିଲ୍ଲୀରୁ ଯେଉଁ ଚିଠି ଆସିଥିଲା ଏହି ଥରକୁ ମିଶେଇ ୪ ଥର ହୋଇଗଲା | ପ୍ରଥମ ପର୍ଯ୍ୟାୟ ଚିଠି ୦୫.୧୧.୧୯୮୩ ମସିହାରେ ଆସିଥିଲା | ଦ୍ୱିତୀୟ ପର୍ଯ୍ୟୟରେ ୧୭.୦୧.୧୯୮୪ ଆଉ ଏକ ଚିଠି ତା ୦୬.୦୨.୨୦୨୪ ରେ ଗୃହ ମନ୍ତ୍ରାଳୟରୁ…
ଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
ଭୁବନେଶ୍ଵର, ନିରପେକ୍ଷ ଖବର: ତା :୨୯/୦୮/୨୪ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା…
ଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୬.୮.୨୦୨୪ ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ ତରଫରୁ ଏକ ଜରୁରୀ କାଳୀନ ସାମ୍ବାଦିକ ସମ୍ମିଳନୀର ଆୟୋଜିତ ହୋଇଥିଲା । ସଂଘର ରାଜ୍ୟ ସଭାପତି ବିଶ୍ବରଂଜନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ମିଳନୀରେ ସମଗ୍ର ୩୦ ଗୋଟି…
ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତ
ଭୁବନେଶ୍ୱର, ନିରପେକ୍ଷ ଖବର : ତା ୧୮/୦୮ ତ୍ରିଧାରା ନୃତ୍ୟ ଅନୁଷ୍ଠାନ ଏହାର ବହୁ ପ୍ରତୀକ୍ଷିତ ସ୍ବର୍ଣ୍ଣ ସମାରୋହ ମାଲେସିଆ ଯାତ୍ରାକୁ ସଫଳତାର ସହ ସମାପ୍ତ କରିଛି, ଯାହା ୧୧ ରୁ ୧୭ ଅଗଷ୍ଟ ୨୦୨୪ ପର୍ଯ୍ୟନ୍ତ ସାତ ଦିନ ବ୍ୟାପି ଗୁରୁ ଡକ୍ଟର ଗଜେନ୍ଦ୍ର କୁମାର ପଣ୍ଡାଙ୍କ ସମ୍ମାନାର୍ଥେ ଏହି…
ସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୮/୦୮ ସହିଦ ନଗର ଦୁର୍ଗାପୂଜା ସମିତି ଓ ଆସ୍ପାୟାର ହସ୍ପିଟାଲ ମିଳିତ ସହଯୋଗରେ ଏକ ମେଗା ରକ୍ତଦାନ ଶିବିର ଓ ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ସହିଦ ନଗର ଦୁର୍ଗାପୂଜା ସମିତିର ପୂର୍ବତନ ସଭାପତି ସଚ୍ଚିଦାନନ୍ଦ ରଥ ଏହାକୁ ଉଦ୍ଘାଟନ କରିଥିଲେ ।…
କଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ
ଭୁବନେଶ୍ବର, ନିରପେକ୍ଷ ଖବର: ତା ୧୬/୦୮ ମେଲ୍ ଯୋଗେ AICCକୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ । ମେଲ୍ ଯୋଗେ କଂଗ୍ରେସକୁ ବିଜୟ ପଟ୍ଟନାୟକ ତାଙ୍କର ଇସ୍ତଫା ପତ୍ର ପଠାଇଥିବା ଜଣାପଡିଛି। ପ୍ରଶାସନିକ ଅଧିକାରୀରୁ କଂଗ୍ରେସ ନେତା ପାଲଟିଥିବା ବିଜୟ ପଟ୍ଟନାୟକ ଚଳିତ ନିର୍ବାଚନରେ…
ଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆ
ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୬/୦୮ ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ୱାଇ.ବି. ଖୁରାନିଆ ହେଲେ ଓଡ଼ିଶାର ନୂଆ ଡିଜିପି । ଖୁରାନିଆଙ୍କ ନିଯୁକ୍ତି ନେଇ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ସେ ନିକଟରେ କେନ୍ଦ୍ର ଗୃହ ମନ୍ତ୍ରାଳୟର ସୁପାରିସ କ୍ରମେ କ୍ୟାବିନେଟର ନିଯୁକ୍ତି କମିଟି ଶ୍ରୀ…
ଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିର
ଭୁବନେଶ୍ୱର, ନିରପେକ୍ଷ ଖବର :ତା ୧୩/୦୮ ରାଷ୍ଟ୍ରୀୟ ଲଳିତ କଳା ଏକାଡେମୀର ଆଞ୍ଚଳିକ କେନ୍ଦ୍ର,ଭୁବନେଶ୍ୱର ଦ୍ଵାରା ଶାନ୍ତିସ୍ତୁପ ନିକଟସ୍ଥ ଧଉଳି ଚାରୁକଳା ମହାବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି "ହର ଘର ତ୍ରିରଙ୍ଗା"କାର୍ଯକ୍ରମ।ଉକ୍ତ କାର୍ଯ୍ୟକ୍ରମ ଅବସରରେ ମହାବିଦ୍ୟାଳୟର ୫୦ଜଣ…
ବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ
ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୩/୦୮ ଗତ ୩୧-ଜୁଲାଇ ଢେଙ୍କାନାଳ ଟାଉନ ଥାନା ଅଞ୍ଚଳ ରେ ହୋଇଥିବା ହିନ୍ଦୁ ବିରୋଧୀ ଆକ୍ରମଣ ଘଟଣା କୁ ନିନ୍ଦା କରିଛି ବିଶ୍ୱ ଗୋ ସୁରକ୍ଷା ବାହିନୀ -ଯେଉଁମାନେ ଓଡ଼ିଶା ହାଇକୋର୍ଟ ର ଆଇନଜୀବୀ ସୁରେଶ ପଣ୍ଡା ଏବଂ ତାଙ୍କର ସହ କର୍ମୀ ମାନଙ୍କୁ ରାଜ ରାସ୍ତାରେ…
ବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
ସୋର, ନିରପେକ୍ଷ ଖବର: ତା ୧୦/୦୮ ବାଲେଶ୍ବର ଜିଲ୍ଲା ସୋର ବ୍ଲକ ଗୋପୀନାଥପୁର ପଞ୍ଚାୟତ ରାଇପୀତାମ୍ବର ଗାଁରେ ବଜ୍ରାଘାତରେ ୨ ଯୁବକ ମୃତ୍ୟୁ ବରଣ କରିଛନ୍ତି। ମୃତକମାନେ ହେଉଛନ୍ତି ରାଇପୀତାମ୍ବର ଗାଁର ବସନ୍ତ ଦାସ ଓ ନରେନ୍ଦ୍ର ବିଶ୍ୱାଳ।ମିଳିଥିବା ସୂଚନାଅନୁସାରେ ଆଜି ଅପରାହ୍ନରେ ବିଲକୁ କାମ…
ଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
ନିରପେକ୍ଷ ଖବର: ତା ୧୦/୦୮ ପୁଣିଥରେ ପୁରୁଣା କୁପ୍ରଥାକୁ ଫେରିବାକୁ ଯାଉଛି। ଏହି ଦେଶରେ ଝିଅଙ୍କ ଆଇନଗତ ବିବାହ ବୟସ ୯ ବର୍ଷ ହେବାକୁ ଯାଉଛି। ଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷ ଥିବାବେଳେ ତାହାକୁ ୯ ବର୍ଷକୁ ହ୍ରାସ କରାଯିବ। ଏ ସମ୍ବନ୍ଧିତ ବିଲ୍କୁ ଇରାକର ନ୍ୟାୟ ମନ୍ତ୍ରାଳୟ ପ୍ରସ୍ତୁତ…
ଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳା
ଯୋଗଦେବେ ବଲିଉଡ଼୍ ତାରକା ଓ କ୍ରିକେଟର୍
ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ମେଳାରେ ୧୨୦ରୁ ଅଧିକ ରହିବ ମହିଳା ଷ୍ଟଲ୍
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୦/୧୨ ଆଇଏନ୍ଡ଼ବ୍ଲ୍ୟୁଇସି ମହିଳା ବାଣିଜ୍ୟ ମେଳାର ସଫଳତା ପରେ, ଇଣ୍ଡିଆନ୍ ଚାମ୍ବର ଅଫ୍ କର୍ମସ (ଆଇସିସି) ଓ ମହିଳା ଉଦ୍ୟୋଗୀ…
ପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୬/୧୨ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ଆର ଏନ ସୁନକରଙ୍କ ଅଧ୍ୟକ୍ଷତାରେ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟିର ଯୁଗ୍ମ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ପ୍ରମୁଖ ବିଭାଗୀୟ ଅଧିକାରୀବୃନ୍ଦ , ଖୋର୍ଦ୍ଧା ରୋଡ, ସମ୍ବଲପୁର, ୱାଲଟିୟର…
ବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତ
ଭୁବନେଶ୍ୱର,ନିରପେକ୍ଷ ଖବର: ତା: ୧୫/୧୨/ : ରାଜଧାନୀର ସ୍ୱନାମଧନ୍ୟ ବକ୍ସି ଜଗବନ୍ଧୁ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ୩ ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ାଉତ୍ସବ ଜେଷ୍ଟ-୨୦୨୨ ଉଦ୍ଯାପିତ ହୋଇଯାଇଛି ।
ଏଥିରେ ମୁଖ୍ୟ ଅତିଥି ଭାବେ ବନମାଳୀ କଲେଜ, କଲିକତାର ଶାରୀରିକ ଶିକ୍ଷା ତଥା କ୍ରୀଡ଼ା…
ଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….
ଭୁବନେଶ୍ୱର,ନିରପେକ୍ଷ ଖବର: ତା.୧୫/୧୨ ଭୁବନେଶ୍ବର ସ୍ଥିତ ଦି ଓଡ଼ିଶା ଆସୋସିଏସନ ଫର ଦି
ବ୍ଲାଇଣ୍ଡ୍ ପରିସରରେ ଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକୁ ଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଅନୁଷ୍ଠିତ ହୋଇଯାଇଛି…
