Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ପାଟକୁରା ରାଜନୀତି ଉଭୟ ବିଜେଡି ଓ ବିଜେପି ପାଇଁ ସମ୍ମାନର ପ୍ରଶ୍ନ..

ପାଟକୁରାରେ ବିଜୟ ବାନା ଉଡ଼଼ାଇବା ପାଇଁ ଖୋଦ୍ ମୁଖିଆ ଆଜି ଦଳ ପାଇଁ ପ୍ରଚାର ଆରମ୍ଭ କରିଦେଇଛନ୍ତି...

0

ପାଟକୁରା,ନିରପେକ୍ଷ ଖବର:୧୭/୦୭/୧୯:ପାଟକୁରା ରାଜନୀତି ଉଭୟ ବିଜେଡି ଓ ବିଜେପି ପାଇଁ ସମ୍ମାନର ପ୍ରଶ୍ନ ହୋଇ ଛିଡା ହୋଇଛି। ବିଜେଡିର ଗଣ୍ଡାଗଣ୍ଡା ମନ୍ତ୍ରୀ ଓ ବିଧାୟକ ପାଟକୁରାରେ ଡେରା ପକାଇଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ପାଟକୁରାରେ ବିଜୟ ବାନା ଉଡ଼଼ାଇବା ପାଇଁ ଖୋଦ୍ ମୁଖିଆ ଆଜି ଦଳୀୟ ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲଙ୍କ ପାଇଁ ପ୍ରଚାର ଆରମ୍ଭ କରିଦେଇଛନ୍ତି । ହାଇଟେକ୍ ବସରେ ରୋଡ଼ସୋ’ ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ନବୀନ ପାଟକୁରାରେ ବିଜେଡି ପ୍ରଚାର ଉପରେ ଶେଷ ମୋହର ଲଗାଇବେ ବୋଲି ଦଳୀୟ ନେତା ଓ କର୍ମୀ ଦୃଢ଼ ବିଶ୍ୱାସ ରଖିଛନ୍ତି । ନବୀନଙ୍କ ଲୋକପ୍ରିୟତା ଆଧାରରେ ପୁଣି ଥରେ ପାଟକୁରା ଲୋକଙ୍କ ମନ ଜିଣିବା ପାଇଁ ଚେଷ୍ଟା କରୁଛି ବିଜେଡ଼ି ।

Mo sapath

Leave A Reply

Your email address will not be published.