Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ଦିଲ୍ଲୀର ବିଜ୍ଞାନଭାବନରେ ସର୍ବଶ୍ରେଷ୍ଠ ମନ୍ତ୍ରୀ ଭାବେ ପୁରସ୍କୃତ ହେଲେ ମନ୍ତ୍ରୀ ପ୍ରତାପ ଜେନା…

ସାରା ଓଡିଶା ପାଇଁ ଗର୍ବ, ଗୌରବ ଓ ଖୁସି ର ବିଷୟ ପାଲିଟିଛନ୍ତି ଓଡ଼ିଶାର ପଞ୍ଚାୟତିରାଜ, ଆଇନ୍ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରତାପ ଜେନା...

0

ନୂଆଦିଲ୍ଲୀ(ନିରପେକ୍ଷ ଖବର)୦୯/୧୧/୨୦୧୯ ନୂଆଦିଲ୍ଲୀର ବିଜ୍ଞାନଭବନ ଠାରେ ଆୟୋଜିତ ଏକ ଉତ୍ସବରେ ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରତାପ ଜେନାଙ୍କୁ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ଦିଆଯାଇଛି ।

ନୂଆଦିଲ୍ଲୀଠାରେ ବିଜ୍ଞାନଭବନରେ ଆୟୋଜିତ ଏହି ଉତ୍ସବରେ କେନ୍ଦ୍ର ଦକ୍ଷତା ବିକାଶ ଏବଂ ଔଦ୍ୟୋଗିକ ମନ୍ତ୍ରୀ ଡକ୍ଟର ମହେନ୍ଦ୍ର ନାଥ ପାଣ୍ଡେଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ଫେମ ଇଣ୍ଡିଆ ପକ୍ଷରୁ ମନ୍ତ୍ରୀମାନଙ୍କ ବିଭିନ୍ନ କାର୍ୟ୍ୟର ଆକଳନ ସହ ଦାୟିତ୍ୱସମ୍ପନ୍ନ ହୋଇ କାର୍ୟ୍ୟ କରିବା ଓ ସର୍ବୋପରେ ଦୁର୍ନୀତିଠାରୁ ଦୂରେଇ ରହିବା ଆଦି ଦିଗକୁ ଆକଳନ କରାଯିବା ପରେ ଏହି ଜାତୀୟ ସ୍ତରର ପୁରସ୍କାର ପ୍ରଦାନ କରାଯାଇଛି। ଶ୍ରଯୁକ୍ତ ପ୍ରତାପ ଜେନା ମାହାଙ୍ଗା ନିର୍ବାଚନମଣ୍ଡଳୀରୁ ପଞ୍ଚମଥର ପାଇଁ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିବାବେଳେ ବିଜୁ କୃଷକ ଜନତା ଦଳର ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ କରୁଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ ମନ୍ତ୍ରୀଭାବେ ଶ୍ରଯୁକ୍ତ ଜେନା ଦାୟିତ୍ୱ ନିର୍ବାହ କରୁଛନ୍ତି।

Mo sapath

Leave A Reply

Your email address will not be published.