Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ଦିଲ୍ଲୀର ବିଜ୍ଞାନଭାବନରେ ସର୍ବଶ୍ରେଷ୍ଠ ମନ୍ତ୍ରୀ ଭାବେ ପୁରସ୍କୃତ ହେଲେ ମନ୍ତ୍ରୀ ପ୍ରତାପ ଜେନା…

ସାରା ଓଡିଶା ପାଇଁ ଗର୍ବ, ଗୌରବ ଓ ଖୁସି ର ବିଷୟ ପାଲିଟିଛନ୍ତି ଓଡ଼ିଶାର ପଞ୍ଚାୟତିରାଜ, ଆଇନ୍ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରତାପ ଜେନା...

0

ନୂଆଦିଲ୍ଲୀ(ନିରପେକ୍ଷ ଖବର)୦୯/୧୧/୨୦୧୯ ନୂଆଦିଲ୍ଲୀର ବିଜ୍ଞାନଭବନ ଠାରେ ଆୟୋଜିତ ଏକ ଉତ୍ସବରେ ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରତାପ ଜେନାଙ୍କୁ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ଦିଆଯାଇଛି ।

ନୂଆଦିଲ୍ଲୀଠାରେ ବିଜ୍ଞାନଭବନରେ ଆୟୋଜିତ ଏହି ଉତ୍ସବରେ କେନ୍ଦ୍ର ଦକ୍ଷତା ବିକାଶ ଏବଂ ଔଦ୍ୟୋଗିକ ମନ୍ତ୍ରୀ ଡକ୍ଟର ମହେନ୍ଦ୍ର ନାଥ ପାଣ୍ଡେଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ଫେମ ଇଣ୍ଡିଆ ପକ୍ଷରୁ ମନ୍ତ୍ରୀମାନଙ୍କ ବିଭିନ୍ନ କାର୍ୟ୍ୟର ଆକଳନ ସହ ଦାୟିତ୍ୱସମ୍ପନ୍ନ ହୋଇ କାର୍ୟ୍ୟ କରିବା ଓ ସର୍ବୋପରେ ଦୁର୍ନୀତିଠାରୁ ଦୂରେଇ ରହିବା ଆଦି ଦିଗକୁ ଆକଳନ କରାଯିବା ପରେ ଏହି ଜାତୀୟ ସ୍ତରର ପୁରସ୍କାର ପ୍ରଦାନ କରାଯାଇଛି। ଶ୍ରଯୁକ୍ତ ପ୍ରତାପ ଜେନା ମାହାଙ୍ଗା ନିର୍ବାଚନମଣ୍ଡଳୀରୁ ପଞ୍ଚମଥର ପାଇଁ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିବାବେଳେ ବିଜୁ କୃଷକ ଜନତା ଦଳର ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ କରୁଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ ମନ୍ତ୍ରୀଭାବେ ଶ୍ରଯୁକ୍ତ ଜେନା ଦାୟିତ୍ୱ ନିର୍ବାହ କରୁଛନ୍ତି।

Mo sapath

Leave A Reply

Your email address will not be published.