Blank space
Blank space
Breaking News/ମୁଖ୍ୟ ଖବର:
ଯୁଗପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାକଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘ
Blank space

ସୁନାବେଶରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଲେ ତିନି ଠାକୁର…

0

ପୁରୀ, ନିରପେକ୍ଷ ଖବର:୧୩/୦୭/୧୯ ଶ୍ରୀକ୍ଷେତ୍ରରେ ସୁନାବେଶରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଲେ ତିନି ଠାକୁର। ମହଣ ମହଣ ସୁନାରେ ସଜେଇ ହୋଛନ୍ତି ଶ୍ରୀଜିଉ । ୨ ଶହ କେଜି ସୁନାରେ ସଜେଇ ହୋଇଥିବା ତିନି ଠାକୁରଙ୍କୁ ଦେଖିବାକୁ ଶ୍ରୀମନ୍ଦିର ଆଗରେ ଭକ୍ତଙ୍କ ଭିଡ । ପୁରାତନ କଥା ଅନୁସାରେ ସୁନାବେଶରେ ତିନି ଠାକୁରଙ୍କୁ ଦର୍ଶନ କଲେ ମୁକ୍ତି ମିଳେ। ବର୍ଷକରେ ଶ୍ରୀଜିଉଙ୍କ ୪ ଥର ସୁନା ବେଶ ହୁଏ । ମନ୍ଦିର ଭିତରେ ୩ ଥର ଓ ମନ୍ଦିର ବାହାରେ ଥରେ ମାତ୍ର ହୋଇଥାଏ । ବାହୁଡା ଯାତ୍ରାରେ ହେଉଥିବା ସୁନାବେଶ ଦର୍ଶନ କଲେ ବୋହୁ ଜନ୍ମର ପୂଣ୍ୟମିଳିଥାଏ । ସେଇଥିପାଇଁ ବାହୁଡା ଦର୍ଶନ କରିବାକୁ ବଡଦାଣ୍ଡରେ କୋଟି କୋଟି ଭକ୍ତଙ୍କ ହୋଇଥାଏ ଭିଡ। ବିଭିନ୍ନ ଅଳଙ୍କାରରେ ସଜେଇ ହୋଇ ହୋଇ ଶ୍ରୀଜୀଉମାନେ ସୁନ୍ଦର ଦିଶୁଛନ୍ତି ରଥ ଉପରେ । ୧୩୮ ପ୍ରକାର ରତ୍ନ ଲାଗିଥିବା ସ୍ୱର୍ଣ୍ଣାଳଙ୍କାରରେ ଦାରୁ ବିଗ୍ରହମାନଙ୍କୁ ସୁସଜ୍ଜିତ କରାଯାଇଛି । ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଫାଟି ପଡୁଛି ବଡ଼ଦାଣ୍ଡ । ମହଣ ମହଣ ସୁନାରେ ଶ୍ରୀଜୀଉଙ୍କୁ ଆଭୁଷିକ କରାଯାଇଛି । ସିଂହାରୀ, ପାଳିଆ, ଖୁଂଟିଆ, ଭଣ୍ଡାର ମେକାପ, ଚାଙ୍ଗଡା ମେକାପ ସେବକମାନେ ପ୍ରଭୁଙ୍କୁ ସୁନାବେଶ କରାଇଛନ୍ତି । ମହାପ୍ରଭୁଙ୍କ ରଥଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହେଉଛି ଶ୍ରୀଜୀଉଙ୍କ ସୁନାବେଶ । ଆଷାଢ ଶୁକ୍ଳ ଏକାଦଶୀ ତିଥିରେ ରଥ ଉପରେ ଦାରୁ ବିଗ୍ରହଙ୍କୁ ସୁନାବେଶରେ ସଜ୍ଜିତ କରାଯାଏ ।

Mo sapath

Leave A Reply

Your email address will not be published.