Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ନୂଆବର୍ଷରୁ ଶ୍ରୀମନ୍ଦିରରେ ଲାଗୁ ହେବ ନୂଆ ବ୍ୟବସ୍ଥା……

ଭକ୍ତମାନେ ଉଚିତ୍ ମୂଲ୍ୟରେ ପାଇପାରିବେ ମହାପ୍ରସାଦ ...

0

ପୁରୀ (ନିରପେକ୍ଷ ଖବର): ନୂଆବର୍ଷରୁ ଶ୍ରୀମନ୍ଦିରରେ ଲାଗୁ ହେବ ନୂଆ ବ୍ୟବସ୍ଥା। ନିର୍ଦ୍ଦିଷ୍ଟ ମୂଲ୍ୟରେ ବିକ୍ରି ହେବ ଅବଢ଼ା। ଆନନ୍ଦ ବଜାରରେ କେତେ ମୂଲ୍ୟରେ କେଉଁ ବ୍ୟଞ୍ଜନ ବିକ୍ରି ହେବ, ସୁଆର ମହାସୁଆର  ମାନଙ୍କ ସହିତ ଆଲୋଚନା ପରେ ତାହା ଚୂଡ଼ାନ୍ତ କରାଯାଇ ତାଲିକା ପ୍ରସ୍ତୁତ କରାଯାଇଛି। କେବଳ ଯେ ଅବଢ଼ାର ମୂଲ୍ୟ ସ୍ଥିର କରାଯିବ ତାହା ନୁହେଁ, କୁଡୁଆର ଆକାର ଅନୁସାରେ ତା’ର ମୂଲ୍ୟ ମଧ୍ୟ ନିର୍ଦ୍ଦିଷ୍ଟ ଭାବେ ଉଲ୍ଲେଖ କରାଯିବ।

Blank space

ଏହାଦ୍ୱାରା ଭକ୍ତମାନେ ଉଚିତ ମୂଲ୍ୟରେ ମହାପ୍ରସାଦ ପାଇପାରିବେ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର କହିଛନ୍ତି।ବରିଷ୍ଠ ନାଗରିକ ଯେପରି ବିନା ଅସୁବିଧାର ସମୁଖୀନ ହୋଇ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ, ସେଥିପାଇଁ ମଧ୍ୟ ବ୍ୟବସ୍ଥା ହେବା ଉଚିତ ବୋଲି ଭକ୍ତମାନେ କହିଛନ୍ତି।ନୂଆବର୍ଷ ଦିନ ପ୍ରାୟ ୭ ଲକ୍ଷରୁ ଅଧିକ ଭକ୍ତ ଶ୍ରୀମନ୍ଦିରକୁ ଆସିବାର ସମ୍ଭାବନା ଅଛି। ଭକ୍ତ ମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡିଂ ସହିତ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଭକ୍ତମାନେ ସିଂହଦ୍ୱାର ଦେଇ ପ୍ରବେଶ କରି ଅନ୍ୟ ୩ ଦ୍ୱାରରେ ପ୍ରସ୍ଥାନ କରିବେ। ଏହାପୂର୍ବରୁ ଉତ୍ତର ଦ୍ୱାର ନିକଟରେ ଥିବା ଉଠା ଦୋକାନୀଙ୍କୁ ହଟାଯିବ ବୋଲି ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି।

Mo sapath

Leave A Reply

Your email address will not be published.