Blank space
Blank space
Breaking News/ମୁଖ୍ୟ ଖବର:
ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତପଠାଣି ସାମନ୍ତ ଜୟନ୍ତୀ ଉପଲକ୍ଷେ କଳାଭୁମି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶ କାର୍ଯ୍ୟ ତଦାରଖ ପାଇଁ ଷ୍ଟେସନ ସାମ୍ନାରେ ଅସ୍ଥାୟୀ କ୍ୟାମ୍ପ ଅଫିସ୍ କାର୍ଯ୍ଯ ଆରମ୍ଭ
Blank space

ପୂର୍ବତଟ ରେଳପଥ ପକ୍ଷରୁ ରାଜଭାଷା ପକ୍ଷ୍ୟ ଉଦ୍ଘାଟନ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୫/୦୯ ଆଜି ପୂର୍ବତଟ ରେଳପଥ ମୁଖ୍ୟାଳୟ ଠାରେ ହିନ୍ଦୀ ଦିବସ ପାଳନ କରାଯିବା ସହିତ ରାଜଭାଷା ପକ୍ଷ୍ୟ ଉଦ୍ଘାଟନ କରାଯାଇଅଛି | ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶ୍ରୀ ଶରଦ କୁମାର ଶ୍ରୀବାସ୍ତବ ରେଳପଥର ମୁଖ୍ୟ ରାଜଭାଷା ଅଧିକାରୀ ଶ୍ରୀ ରବି ଶଙ୍କର ମିତ୍ର ଏବଂ ପ୍ରମୁଖ ଅଧିକାରୀ ମାନଙ୍କ ଉପସ୍ଥିତିରେ ଏହି ପକ୍ଷ୍ୟକୁ ଉଦ୍ଘାଟନ କରିଛନ୍ତି |

ଏହି ଅବସରରେ ମହାପ୍ରବନ୍ଧକ ରେଳପଥର ଅଧିକାରୀ ଓ କର୍ମଚାରୀ ମାନଙ୍କୁ ହିନ୍ଦୀ ଦିବସର ଶପଥ ପାଠ କରାଇବା ସହିତ ମାନ୍ୟବର ରେଳମନ୍ତ୍ରୀଙ୍କ ବାର୍ତ୍ତା କୁ ଦୋହରାଇଥିଲେ | ଏହି କାର୍ଯ୍ୟକ୍ରମରେ ମୁଖ୍ୟ ରାଜଭାଷା ଅଧିକାରୀ ତାଙ୍କ ସମ୍ବୋଧନରେ ହିନ୍ଦୀ ଦିବସର ଇତିହାସ ଉପରେ ଆଲୋକପାତ କରିଥିଲେ ଏବଂ ହିନ୍ଦୀର ମହତ୍ତ୍ୱ ବିଷୟରେ ଆଲୋଚନା କରିଥିଲେ | ମହାପ୍ରବନ୍ଧକ ଶ୍ରୀ ଶ୍ରୀବାସ୍ତବ ତାଙ୍କ ବକ୍ତବ୍ୟ ରେ ରେଳ କର୍ମଚାରୀ ମାନଙ୍କୁ ଅଧିକରୁ ଅଧିକ ରାଜଭାଷା ମାଧ୍ୟମରେ ଅଫିସ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ |

Blank space

ବିଭିନ୍ନ ଆଞ୍ଚଳିକ ପ୍ରତିଯୋଗିତା ଏବଂ ରାଜଭାଷା ସହ ଜଡିତ ଅନ୍ୟ ପ୍ରତିଯୋଗିତାରେ ଭାଗନେଇଥିବା କୃତି ପ୍ରତିଯୋଗୀ ମାନଙ୍କୁ ଏହି ଅବସରରେ ମହାପ୍ରବନ୍ଧକଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା | ଏହି କାର୍ଯ୍ୟକ୍ରମକୁ ରେଳପଥର ରାଜଭାଷା ଅଧିକାରୀ ଶ୍ରୀମତୀ ୟାଲିନା ପଣ୍ଡା ପରିଚାଳନା କରିଥିଲେ |

​​​

Mo sapath

Leave A Reply

Your email address will not be published.