Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଟ୍ରେଣ୍ଡ୍ସ ପକ୍ଷରୁ “ଖୁସିର ପର୍ବ’ ପ୍ରତିଯୋଗିତା ବିଜେତାଙ୍କୁ ସମ୍ବର୍ଦ୍ଧନା

0

ଭୁବନେଶ୍ଵର,ନିରପେକ୍ଷ ଖବର : ଭାରତର ସର୍ବବୃହତ ଓ ଦ୍ରୁତ ଅଭିବୃଦ୍ଧିଶୀଳ ପୋଷାକ ଓ ଆସେସୋରିଜ୍ ସ୍ପେସିଆଲିଟି ରିଲାଏନ୍ସ ରିଟେଲ୍ ର ଟ୍ରେଣ୍ଡ୍ସ ପକ୍ଷରୁ ଦୁର୍ଗାପୂଜା ଓ ଦଶହରା ସମୟରେ ଅନୁଷ୍ଠିତ “ ଖୁସିର ପର୍ବ’ ପ୍ରତିଯୋଗିତାର ବିଜେତା ଘୋଷଣା କରାଯାଇଛି ।
ଟ୍ରେଣ୍ଡ୍ସ ଖୁସିର ପର୍ବ ଓ ପୂଜା ମାଇଁ ଲୁକ୍‌ ପ୍ରତିଯୋଗିତାରେ କଟକର ନିତାଶା ସିମ୍ପଲ ପ୍ରଥମ ପୁରସ୍କାର ଜିତିଥିବା
ବେଳେ ରାଉରକେଲାର ତନିସା ପତି ଦ୍ଵିତୀୟ ଏବଂ ରେମୁଣାର ପ୍ରଜ୍ଞା ନାୟକ ତୃତୀୟ ପୁରସ୍କାର ଜିତିଛନ୍ତି । ସେହିପରି ପୂଜା ସେଲିବ୍ରେସନ ରିଲ୍ସ । ଭିଡିଓ ପ୍ରତିଯୋଗିତାରେ ଯାଜପୁରର ଅଭିପ୍‌ସା ସାମଲ ପ୍ରଥମ ପୁରସ୍କାର ଜିତିଥିବା ବେଳେ ସାଲେପୁରର ଶ୍ରୀଦେବୀ ବିଶ୍ବାଳ ଦ୍ବିତୀୟ ଓ କଟକର ସନ୍ତୋଷ ବେହେରା ତୃତୀୟ ପୁରସ୍କାର ଜିତିଛନ୍ତି । ଏକ ବର୍ଷାଢ଼ୀ ଖୁସିର ପର୍ବ ଫିନାଲେ କାର୍ଯ୍ୟକ୍ରମରେ ଓଲିଉଡର ଲୋକପ୍ରିୟ ଅଭିନେତ୍ରୀ ଶିବାନୀ ସଙ୍ଗୀତାଙ୍କ ଉପସ୍ଥିତିରେ ଖୁସିର ପର୍ବ ପ୍ରତିଯୋଗିତାର ସମସ୍ତ ଛଅ ଜଣ ବିଜେତାଙ୍କୁ ସମ୍ବର୍ଦ୍ଧିତ ଓ ପୁରସ୍କୃତ କରାଯାଇଛି । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଦୁର୍ଗାପୂଜାକୁ ଅଧିକ ଆକର୍ଷଣୀୟ କରିବା ଓ ଗ୍ରାହକଙ୍କୁ ଉତ୍ସାହିତ କରିବା ଲାଗି ଟ୍ରେଣ୍ଡ୍ ପପକ୍ଷରୁ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଅଫର ଓ ଖୁସିର ପର୍ବ ପ୍ରତିଯୋଗିତା ଭଳି ସ୍ଵତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଥିଲା । ଗ୍ରାହକମାନଙ୍କୁ ନିଜର ପୂଜା ଲୁକ୍ କିମ୍ବା ପୂଜା ଉତ୍ସବ ପାଳନର ଭିଡିଓ । ରିଲ୍‌କୁ ଟ୍ରେଣ୍ଡ୍ ସହିତ ସେୟାର କରିବା ଜରିଆରେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରାୟ ୧. ୨୦ ଲକ୍ଷ ଟଙ୍କାର ପୁରସ୍କାର ଜିତିବାର ସୁଯୋଗ ନେବା ପାଇଁ ଆହ୍ବାନ କରାଯାଇଥିଲା । ଏଥିପାଇଁ ଦିଆଯାଇଥିବା ଦ୍ଵାଟସ୍‌ଆପ୍ ନମ୍ବର ଓ ୱେବସାଇଟ୍‌ରେ
ହଜାର ହଜାର ଗ୍ରାହକ ସେମାନଙ୍କ ଆବେଦନ ଦାଖଲ କରିଥିଲେ । ଟ୍ରେଣ୍ଡ୍ସ ଭାରତରେ ବାସ୍ତବରେ ଫେସନକୁ ସବୁ ଲୋକଙ୍କ ପାଖରେ ପହଂଚାଇ ମେଟ୍ରୋ ଠାରୁ ଆରମ୍ଭ କରି ମିନି ମେଟ୍ରୋ, ଟାୟାର୧ ଓ ୨ ସହର ଓ ତା’ଠାରୁ ଆଗକୁ ବଢ଼ି ଭାରତର ଗ୍ରାହକମାନଙ୍କ ପାଖରେ ପହଂଚିଛି ଓ ନିଜକୁ ଭାରତର ପସନ୍ଦର ସପିଙ୍ଗ ସ୍ଥଳରେ ପରିଣତ କରିଛି । ଟ୍ରେଣ୍ଡ୍ସ ଷ୍ଟାର ଦେଖିବାକୁ ବେଶ ଆଧୁନିକ ଓ ଆକର୍ଷଣୀୟ ଏବଂ ସେଥିରେ ରହିଥିବା ଗୁଣାତ୍ମକ ମାନର ଫେସନ ସାମଗ୍ରୀ ବିଭିନ୍ନ ଅଂଚଳର ଗ୍ରାହକମାନଙ୍କ ଲାଗି ବେଶ ପ୍ରାସଙ୍ଗିକ ଓ ତାହା ସୁଲଭ ମୂଲ୍ୟରେ ଉପଲବ୍ଧ ହେଉଥିବାରୁ ଭାଲ୍ୟୁ ଫର ମନି ଭାବେ ବିଚାର କରାଯାଉଛି । ଗ୍ରାହକମାନେ ଟ୍ରେଣ୍ଟସ ଷ୍ଟୋର୍‌ରେ ଟ୍ରେଣ୍ଡି ଓମେନ୍ସ ଓୟାର, ମେନ୍ସ ଓୟାର, କିଡ୍‌ସ ଓୟାର ଓ ଫେସନ୍ ଆସୋସୋରିଜ୍ ଆଦି ଆକର୍ଷଣୀୟ ମୂଲ୍ୟରେ ପାଇପାରିବେ ।

Mo sapath

Leave A Reply

Your email address will not be published.