Blank space
Blank space
Breaking News/ମୁଖ୍ୟ ଖବର:
ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତପଠାଣି ସାମନ୍ତ ଜୟନ୍ତୀ ଉପଲକ୍ଷେ କଳାଭୁମି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶ କାର୍ଯ୍ୟ ତଦାରଖ ପାଇଁ ଷ୍ଟେସନ ସାମ୍ନାରେ ଅସ୍ଥାୟୀ କ୍ୟାମ୍ପ ଅଫିସ୍ କାର୍ଯ୍ଯ ଆରମ୍ଭ
Blank space

ଵରିଷ୍ଟ ସାମ୍ବାଦିକ ଭଵାନି ପ୍ରସାଦ ଦାସ ଙ୍କ ପିତୄ ବିୟୋଗ ସମାଜ ପାଇଁ ଏକ ଅପୁରଣିଅ କ୍ଷତି ଅଟେ…

0

ଵରିଷ୍ଟ ସାମ୍ବାଦିକ ଭଵାନି ପ୍ରସାଦ ଦାସ ଙ୍କ ପିତା ଭଗଵାନ ଦାସ ଜଣେ ଉଚ୍ଚକୋଟିର ସମାଜସେବୀ ଥିଲେ ତେଣୁ ତାଙ୍କର ବିୟୋଗରେ ଭୀମଟାଙ୍ଗି ଏରିଆରେ ସାଧାରଣ ଜନତାଙ୍କ ମଧ୍ୟରେ ଶୋକରଛାୟା ବ୍ୟାପି ଯାଇଛି  ଭଗଵାନ ଦାସଙ୍କ ଅକାଳ ବିୟୋଗ ଵେଳକୁ ବୟସ ୭୧ ହୋଇଥିଲା।ସେ ପରୋପକାରୀ ଵ୍ୟକ୍ତି ଥିଲେ।ସେ ସରକାରୀ ଚାକିରି ରୁ ଅଵସର ନେବା ପରେ ସମାଜସେବା ରେ ନିୟୋଜିତ ଥିଲେ।ତାଙ୍କର ଚାରୋଟି ପୁତ୍ର ଅଛନ୍ତି।ମୃତ୍ୟୁ ବେଳକୁ ତାଙ୍କ ନିକଟରେ   ଧର୍ମପତ୍ନୀ ,ପୁତ୍ର, ପୁତ୍ରବଧୁ,ନାତି, ନାତୁଣୀ ପ୍ରମୁଖ ଉପସ୍ଥିତ ଥିଲେ।ଵଡ ପୁଅ ଭବାନି ପ୍ରସାଦ ଦାସ କନକ ନ୍ୟୁଜ ରେ ଵରିଷ୍ଟ ସାମ୍ବାଦିକ ଭାବେ କାର୍ଯ୍ୟ କରନ୍ତି।ଶ୍ରୀ ଭଗବାନ ଦାସଙ୍କ ମୃତ୍ୟୁ ରେ ପୁରୁଣା ଭୁଵନେଶ୍ୱରର ସମସ୍ତ ବାସୀ ଦୁଃଖିତ ଅଛନ୍ତି….

Mo sapath

Leave A Reply

Your email address will not be published.