Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

୩୨ ତମ ଜାତୀୟ ସବ୍ ଜୁନିୟର ଟେନିସ୍ ବଲ୍ କ୍ରିକେଟ୍ ଚାମ୍ଫିୟନସିପ ଓଡ଼ିଶା ଦଳର ନାଗପୁର ଗସ୍ତ ….

0

 

ମହାରାଷ୍ଟ୍ରର ନାଗପୁର ଠାରେ ଚଳିତ ମାସ ୨୮ତାରିଖରୁ ହେବାକୁ ଯାଉଥିବା ୩୨ତମ ସବ ଜୁନିୟର ଟେନିସ୍ ବଲ୍ କ୍ରିକେଟ୍ ଚମ୍ପିୟନସିପ୍ ରେ ଯୋଗ ଦେବା ପାଇଁ ଓଡ଼ିଶାର ୧୫ଜଣିଆ ଦଳ ରବିବାର ସନ୍ଧ୍ୟା ୮ଟା ସମୟରେ ପୁରୀ ସୁରତ ଏକ୍ସପ୍ରେସରେ ଯାତ୍ରା କରିଛନ୍ତି l ଏହି ଚମ୍ପିୟନସିପ୍ ରେ ୨୮ଟି ରାଜ୍ୟ ଅଂଶ ଗ୍ରହଣ କରୁଛନ୍ତି l ୧୦ଦିନର ପ୍ରଶିକ୍ଷଣ ଶିବିର ପରେ ଓଡ଼ିଶା ଦଳ ଘୋଷଣା କରାଯାଇଥିଲା l ଓଡ଼ିଶା ଟେନିସ୍ ବଲ୍ କ୍ରିକେଟ୍ ସଂଘର ଅଧ୍ୟକ୍ଷ ମନୋରଞ୍ଜନ ମହାପାତ୍ର, ସଭାପତି ସୁରଜ ମିଶ୍ର, ସମ୍ପାଦକ ଶିଥିଲ୍ କୁମାର ପଣ୍ତା, ଉପସମ୍ଫାଦକ ସୋମନାଥ ପରିଡ଼ା ଏବଂ ଓଡ଼ିଶା କୋଚ୍ ଚ଼କ୍ରଧର ମାଝି ଓଡ଼ିଶା ଦଳର ଖେଳାଳୀମାନଙ୍କୁ ଶୁଭେଛା ଜଣାଇଥିଲେ l ଓଡ଼ିଶା ଦଳ ନିଶ୍ଚିତ ଭାବେ ଭଲ ଖେଳ ପ୍ରଦର୍ଶନ କରିବ ବୋଲି ସମସ୍ତେ ଆଶାବ୍ୟକ୍ତ କରିଛନ୍ତି

Blank space

ଓଡ଼ିଶା ଦଳ – ରାହୁଲ ମୁଖୀ, ସମ୍ବିତ କୁମାର ସାମଲ, ଦ୍ରୁତ ସାହୁ     ( ଅଧିନାୟକ ), ଶ୍ରୀମନ୍ତ ସାହୁ, ତୁଷାର ମହାକୁଡ, ଏମ୍ ଶତିସ କୁମାର ରାଓ (ଉପ ଅଧିନାୟକ), କୁମାର ହଂସରାଜ, ସତ୍ଯ ଶୁଭମ ସାହୁ, ଦୀପକ ଦାସ , ଏମ୍ ରାଧାଶ୍ୟାମ ପାତ୍ର, ଅଭିଷେକ ପଟନାୟକ, ପ୍ରିୟଦର୍ଶନ ପାତ୍ର, ଏସ୍ ପ୍ରିୟାଶୁ, ଦିବ୍ୟପ୍ରକାଶ ସାହୁ, ଶ୍ରବଣ କୁମାର ଦିଗାଲ l ରଞ୍ଜନ କୁମାର ନାୟକ (ମ୍ୟାନେଜର)

Mo sapath

Leave A Reply

Your email address will not be published.